ବିଜେଡି ସର୍ବଦା କୃଷକଙ୍କ ସହ ରହିଛି: ସସ୍ମିତ

ଭୁବନେଶ୍ୱର,୮।୧୨(ବ୍ୟୁରୋ): କୃଷକ ମାନଙ୍କର ମୁଖ୍ୟ ସମସ୍ୟା ଏବଂ ସେମାନଙ୍କର ଆଶଙ୍କା ଦୂର କରିବା ଆବଶ୍ୟକ। ଆସନ୍ତା ୯ ତାରିଖରେ କୃଷକ ସଂଗଠନ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ହେବାକୁ ଥିବା ବୈଠକରେ ସମସ୍ତ ବିଷୟ ଆଲୋଚନା ମାଧ୍ୟମରେ ସମାଧାନ ହେବବା ନେଇ ବିଜେଡି ଆଶାବାଦୀ ରହିଛି। ବିଜୁ ଜନତା ଦଳ ସ୍ବାମୀନାଥନ କମିଟି ଦ୍ୱାରା ସୁପାରିସ ଅନୁଯାୟୀ ଚାଷୀମାନଙ୍କୁ ସର୍ବନିମ୍ନ ସହାକୟ ମୂଲ୍ୟ(ଏମଏସପି) ଦୁଇଗୁଣା ଦେବାକୁ ଦାବି କରି ଆସିଛି। କୃଷକଙ୍କ ସ୍ବାର୍ଥ ରକ୍ଷା ପାଇଁ ବିଜେଡି ଉଦ୍ୟମ ଜାରି ରଖିବ। ବିଜେଡି ସର୍ବଦା ଚାଷୀଙ୍କ ସ୍ବାର୍ଥ ସହିତ ଛିଡା ହୋଇଛି ବୋଲି ମୁଖପାତ୍ର ସସ୍ମିତ ପାତ୍ର ଏକ ପ୍ରେସ ଇସ୍ତାହାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?