ଚାଲିଛି ଗଣତି: ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଆଗରେ ବିଜେଡି

ବରଗଡ଼ ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଜାରି ରହିଛି । ତେବେ ନିର୍ବାଚନ ମଇଦାନକୁ ପୁଣି ପ୍ରାର୍ଥିଭାବେ ଓହ୍ଲାଇଥିବା ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ଏବଂ ଗୀତାଞ୍ଜଳି ପୁଟା ଏପର୍ଯ୍ୟନ୍ତ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀଙ୍କଠାରୁ ବହୁ ପଛରେ ରହିଛନ୍ତ। ଖବର ଲେଖାହେବା ସୁଦ୍ଧା(ଅପରାହ୍ନ ୩ଟା ପର୍ଯ୍ୟନ୍ତ) ବରଗଡ଼ ଜୋନ୍‌-୧ରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ୁଥିବା ମୁକ୍ତାଙ୍କ ସପକ୍ଷରେ ୨୧୮୭ ଖଣ୍ଡ ଭୋଟ୍‌ ଯାଇଛି । ଅନ୍ୟପଟେ ବିଜେଡି ପ୍ରାର୍ଥିନୀ ପୁଷ୍ପା ଭୋଇ ତାଙ୍କଠାରୁ ୭୩୪ ଖଣ୍ଡ ଭୋଟ୍‌ ଅଧିକ ଅର୍ଥାତ୍‌ ୨୯୨୧ଖଣ୍ଡ ଭୋଟ୍‌ ପାଇଛନ୍ତି। ଏହି ଜୋନ୍‌ରେ କଂଗ୍ରେସ ପ୍ରାର୍ଥିନୀ ଦ୍ରୌପଦୀ ଭୋଇଙ୍କୁ ୩୧୮ ଖଣ୍ଡ ଭୋଟ୍‌ ମିଳିଛି। ସେହିପରି ପାଇକମାଲ ଜୋନ-୧ରୁ ବିଜେଡି ପ୍ରାର୍ଥିନୀଭାବେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳି ପୁଟା ନିର୍ବାଚନ ଲଢ଼ୁଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ସେ ୩୪୫୨ ଖଣ୍ଡ ଭୋଟ୍‌ ପାଇଛନ୍ତି। ଅପରପକ୍ଷେ ଭାଜପା ପ୍ରାର୍ଥିନୀ ତ୍ରିପୁରା ବରିହା ବିଜେଡି ପ୍ରାର୍ଥିନୀ ପୁଟାଙ୍କଠାରୁ ୫୪୨ ଖଣ୍ଡ ଅଧିକ ଅର୍ଥାତ ୩୯୯୪ ଭୋଟ୍‌ ପାଇଛନ୍ତି । ଏଠାରେ କଂଗ୍ରେସ ପ୍ରାର୍ଥିନୀ ରମ ନାଏକଙ୍କୁ ୭୩୮ ଖଣ୍ଡ ଭୋଟ୍‌ ମିଳିଛ।

ସୂଚନାଯୋଗ୍ୟ, ୨୦୧୨ରେ ବିଜେଡିରୁ ଜିତି ଗୀତାଞ୍ଜଳି ପୁଟା ଏବଂ ୨୦୧୭ରେ ଭାଜପାରୁ ଜିତି ମୁକ୍ତା ସାହୁ ଜିଲା ପରିଷଦ ଅଧ୍ୟକ୍ଷା ପଦବୀରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri