ବାଲିଗୁଡ଼ା, ୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୩୯୪୧ ଭୋଟରେ ଆଗୁଆ ରହିଛି। ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁରଙ୍କ ସପକ୍ଷରେ ୧୮ ହଜାର ୩୬୯ ଖଣ୍ତ ଭୋଟ ମିଳିଥିବା ବେକେ ଭାଜପା ପ୍ରାର୍ଥୀ କଳ୍ପନା କହଁରଙ୍କୁ ୧୪ ହଜାର ୪୨୮ଭୋଟ ମିଳିଛି l ସେହିପରି କଂଗ୍ରେସ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନଙ୍କୁ ୧୨୮୮୫ଖଣ୍ଡ ଭୋଟ ମିଳିଛି। ଭାଜପାଠାରୁ ବିଜେଡି ୩୯୪୧ ଭୋଟରେ ଆଗୁଆ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri