କେସିଙ୍ଗାର ୧ ନଂ ଜୋନ୍‌ରେ ବିଜେଡି ଆଗୁଆ

କେସିଙ୍ଗା,୨୬ା୨(ଡି.ଏନ୍‌.ଏ.): କଳାହାଣ୍ଡି କେସିଙ୍ଗା ବ୍ଲକର ୧ ନଂ ଜୋନ୍‌ରେ ଶନିବାର ଭୋଟ୍‌ ଗଣତି ଆରମ୍ଭ ହୋଇଛି। ଏହି ଗଣତିରେ ବିଜେଡି ପ୍ରାର୍ଥିନୀ ଦୀପାଞ୍ଜଳି ସାହୁ ୩୧୬୫ ଭୋଟ୍‌ ପାଇଥିବା ବେଳେ ଭାଜପାର ନମିତାରାଣୀ ସାହୁ ୧୩୧୦ ଭୋଟ ପାଇଛନ୍ତି। କଂଗ୍ରେସରୁ ରାଜେଶ୍ୱରୀ ସରାଫ ୧୩୬୮ ଭୋଟ୍‌ ପାଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ୩ୟ ରାଉଣ୍ଡ ଗଣନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିଲେ, ଘରକୁ ଫେରିବା ବେଳେ ଚାଲିଗଲା ଜୀବନ

କୋକସରା,୧୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା କୋକସରା ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ମୁଷାପାଲି…

ସମ୍ଭାବ୍ୟ ବାତ୍ୟାକୁ ନେଇ ଭଞ୍ଜନଗର ପ୍ରଶାସନର ତତ୍ପରତା, ଜଳଭଣ୍ଡାରରୁ ଆଜି ରାତି ୯ଟାରୁ ଛଡ଼ାଯିବ ପାଣି

ଭଞ୍ଜନଗର,୧୫ା୧୧(ବାବୁଲା ପ୍ରଧାନ): ଆସନ୍ତା ୧୮ ଓ ୧୯ ତାରିଖରେ ଗଞ୍ଜାମ ଜିଲାରେ ପୁଣି ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦେଖାଦେଇଛି । ଗତ ୨୯ ତାରିଖରେ ବାତ୍ୟା ଓ…

୨୫ ବର୍ଷର ଯାତ୍ରାକୁ ନେଇ ଭବ୍ୟ ଉତ୍ସବ, ଉଦ୍‌ଯାପନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ

ରିଷିଡା,୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗତ ତିନିଦିନ ଧରି ଚାଲିଥିବା ଏହି ଉତ୍ସବରେ ଶିକ୍ଷା, ସଂସ୍କୃତି, ପରମ୍ପରା…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଗୌତମ ଗମ୍ଭୀରଙ୍କ ବଡ଼ ବୟାନ, କହିଲେ ମ୍ୟାଚ ଜିତାଇଦେଲେ…

ନୂଆଦିଲ୍ଲୀ,୧୫ା୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ବିଜୟରେ ବ୍ୟାଟରଙ୍କ ତୁଳନାରେ ଭାରତୀୟ ବୋଲରଙ୍କ ଅବଦାନ ଅଧିକ ରହିଛି । ବେ ଓଭାଲ୍‌ରେ ଖେଳାଯାଇଥିବା ପଞ୍ଚମ ତଥା ଶେଷ…

ଜାତୀୟ ତାଇକୋଣ୍ଡା ପ୍ରତିଯୋଗିତାରେ ସାଇ ସମ୍ପ୍ରତିଙ୍କ କମାଲ: ସ୍ବର୍ଣ୍ଣ ସହ ପାଇଲେ ବ୍ରୋଞ୍ଜ ପଦକ

ପାତ୍ରପୁର,୧୫।୧୧(ଉମାଚରଣ ନେପାକ): ବ୍ରହ୍ମପୁର ସ୍ଥିତ ନିଷ୍ଟ ବିଶ୍ୱ ବିଦ୍ୟାଳୟ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ତାଇକୋଣ୍ଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ତାଇକୋଣ୍ଡା ଏକାଡେମୀ ବ୍ରହ୍ମପୁର ଦ୍ବାରା ଆୟୋଜିତ ଏହି…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପଶି ଡାକ୍ତରଙ୍କୁ ଦୁର୍ବ୍ୟବହାର, ସୁରକ୍ଷାକର୍ମୀଙ୍କୁ ମାଡ଼

ଛତ୍ରପୁର,୧୫ା୧୧(ଦିଲ୍ଲୀପ ସାମଲ ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା ସହିତ ଆକ୍ରମଣ ନେଇ ଅଭିଯୋଗ ହୋଇଛି । ଏହି ଘଟଣାରେ ଜଣଙ୍କୁ ଉଠାଇ…

ଦାରିଙ୍ଗବାଡ଼ିରେ ଏକଲବ୍ୟ ମଡେଲ୍‌ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ…

ବାତ୍ଯା ପୂର୍ବରୁ ଆକ୍ସନ୍ ମୋଡରେ ଜିଲାପାଳ, ପୁରୁଷୋତ୍ତମପୁରରେ କଲେ ସ୍ଥିତି ସମୀକ୍ଷା

ପୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାବାସୀଙ୍କ ମନରେ ପୁଣି ଛନକା ପଶିଛି । ପୂର୍ବ ବନ୍ୟାର କ୍ଷତ ଏଯାଏ ଶୁଖିନଥିବା ବେଳେ ପୁଣି ଏକ ସମ୍ଭାବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?