୩ ମହାନଗର ନିଗମରେ ବିଜେଡି ଆଗୁଆ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ଆସନ ପାଇଁ ଭୋଟ ଗଣତିରେ ବିଜେଡ଼ି ଆଗୁଆ ରହିଛି । ବର୍ତ୍ତମାନ ସୁଦ୍ଧା ଗଣତିରେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ ୩୦,୯୮୯ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ସୁନୀତି ମୁଣ୍ଡ ୨୧,୭୯୨ ଖଣ୍ଡ ଭୋଟ ପାଇଛନ୍ତି ସେହିପରି କଂଗ୍ରେସ ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟ ୧୪୨୯ ଖଣ୍ଡ ଭୋଟ ପାଇଛନ୍ତି ।
କଟକ ମହାନଗର ନିଗମରେ ମଧ୍ୟ ଜାରି ରହିଛି ଭୋଟ ଗଣତି । ଏବେ ସୁଦ୍ଧା ବିଜେଡି ପ୍ରାର୍ଥୀ ସୁବାସ ସିଂହ ୨୫,୭୨୪ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଗିରିବାଳା ବେହେରା ୧୮,୬୯୦ ଖଣ୍ଡ ଭୋଟ ପାଇଛନ୍ତି । ଭାଜପା ପ୍ରାର୍ଥୀ ଶ୍ରୀତମ ଦାସ ୮୧୬୩ ଖଣ୍ଡ ଭୋଟ ପାଇଛନ୍ତି ।
ସେପଟେ ବ୍ରହ୍ମପୁର ମହାନଗର ନିଗମ ଲାଗି ଭୋଟ ଗଣତି ଜାରି ରହିଛି । ଏବେ ସୁଦ୍ଧା ବିଜେଡି ପ୍ରାର୍ଥୀ ୩୯,୫୭୪ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ୨୯,୪୭୮ ଖଣ୍ଡ ଭୋଟ ପାଇଛନ୍ତି । କଂଗ୍ରେସ ୪୮୨୪ ଖଣ୍ଡ ଭୋଟ ପାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri