ଥମୁନି ୱକ୍‌ଫ ଝଡ଼: ମାନସଙ୍କ ନାଁ ନେଇ ବଡ଼ ଅଭିଯାଗ ଆଣିଲେ ବିଜେଡି ନେତା

ଭୁବନେଶ୍ୱର,୮।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ବିଜୁ ଯୁବ ଜନତା ଦଳ ନେତା ନୀଳ ମାଧବ ମହାନ୍ତି ବିଲ୍‌ ସମର୍ଥନ ପଛରେ ମାନସ ମଙ୍ଗରାଜ ବଡ଼ ଡିଲ୍‌ କରିଛନ୍ତି ବୋଲି ଅଭିଯୋଗ କରିଛନ୍ତି। ମାନସ ଏବଂ ସସ୍ମିତଙ୍କୁ ବିଜୁ ଯୁବ ଓ ଛାତ୍ର ସଂଗଠନ ପକ୍ଷରୁ ଜୋରଦାର ବିରୋଧ କରାଯିବ ବୋଲି ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ସେ କହିଛନ୍ତି, ଭୋଟିଂ ପରଦିନ ସସ୍ମିତ ପାତ୍ରଙ୍କୁ ଫୋନ କରି ପଚାରିଥିଲୁ। ବିବେକ ଅନୁଯାୟୀ ଭୋଟ ପାଇଁ ମାନସ ମଙ୍ଗରାଜ କହିଥିବା କହିଥିଲେ। ଅନ୍ୟପକ୍ଷେ ମାନସ ମଙ୍ଗରାଜ ଭାଜପାର ଦଲାଲ ସାଜିଛନ୍ତି ବୋଲି ନୀଳ ମାଧବ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ଅନ୍ୟପକ୍ଷେ ନୀଳ ମାଧବଙ୍କ ଅଭିଯୋଗ ପରେ ମାନସଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri