ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି। ବବି ଦାସ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ, ପ୍ରତାପ ଜେନା ଓ ସଞ୍ଜୟ ଦାଶବର୍ମାଙ୍କ ନାଁ ନେଇ ବର୍ଷିଛନ୍ତି ପ୍ରଭାତ। ସେ କହିଛନ୍ତି, ଏମାନେ ଅଯଥା ଦଳୀୟ କାର୍ଯ୍ୟକ୍ରମରେ ହସ୍ତକ୍ଷେପ ନ କରନ୍ତୁ। ହାରି ଯାଇଥିବା ବିଜେଡି ନେତାଙ୍କୁ ଅନୁରୋଧ କରୁଛି, ସେମାନେ ନିଜ ନିର୍ବାଚନମଣ୍ଡଳୀ ଜଗନ୍ତୁ। ଦଳ ବିଷୟରେ ମୁଣ୍ଡ ପୂରାନ୍ତୁ ନାହିଁ, ମେ ୨୯ର ଚକ୍ରାନ୍ତ ହୁ ହୁ ହୋଇ ଜଳୁଛି। ପ୍ୟାରୀମୋହନଙ୍କ ପରେ ପାଣ୍ଡିଆନଙ୍କ ଦଳ ପ୍ରତି ଯଥେଷ୍ଟ ଅବଦାନ ଅଛି। ପାଣ୍ଡିଆନଙ୍କ ପାଇଁ ୨୦୧୯ରେ ବିଜୁ ଜନତା ଦଳ ସରକାର ଗଢ଼ିଥିଲା। ଲୋକଙ୍କ ସେବା ପାଇଁ ସେ IAS ଭଳି ଚାକିରି ଛାଡ଼ିଛନ୍ତି। ତାଙ୍କ ପ୍ରତି ଅବିଚାର ହେଲେ ମୁଁ ବିରୋଧ କରିବି। ସୁଜାତା କାର୍ତ୍ତିକେୟନଙ୍କ ମଧ୍ୟ ଯଥେଷ୍ଟ ଅବଦାନ ଅଛି, ତାଙ୍କୁ ରାଜ୍ୟସଭା ପଠାଯାଉ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri