ନୂଆପଡ଼ା ଫଳାଫଳ ପରେ ମୁହିଁ ଖୋଲିଲେ ବିଜେଡି ନେତା ସମ୍ବିତ: କ’ଣ ପାଇଁ ତୃତୀୟ ସ୍ଥାନକୁ ଆସିଲୁ…

ଭୁବନେଶ୍ୱର,୧୭।୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ସୋମବାର ମୁହଁ ଖୋଲିଛନ୍ତି। ବିଜେଡିର ଉପନିର୍ବାଚନ ପରିଚାଳନାକୁ ନେଇ ସମ୍ବିତ ନାପସନ୍ଦ କରିଛନ୍ତି। ଏପରିକି ନିର୍ବାଚନ ମଣ୍ଡଳୀ ବାହାର ପ୍ରାର୍ଥୀ ଚୟନକୁ ନେଇ ସମ୍ବିତ ପ୍ରଶ୍ନ ଉଠାଇଛନ୍ତି। କ’ଣ ପାଇଁ ବିଜେଡି ତୃତୀୟ ସ୍ଥାନକୁ ଆସିଲା ସୁପ୍ରିମୋ ଏହାର ସମୀକ୍ଷା କରିବା ଉଚିତ ବୋଲି ସମ୍ବିତ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ସମ୍ବିତ କହିଛନ୍ତି, ସ୍ଥାନୀୟ ଲୋକ ତାଙ୍କ ଅଞ୍ଚଳ ଲୋକଙ୍କୁ ପ୍ରାର୍ଥୀ ଭାବେ ଦେଖିବାକୁ ଚାହାନ୍ତି। ତାଙ୍କ ଦୁଃଖ କଥା କହିବାକୁ ୨୦୦ କିଲୋମିଟର ଦୂର ଯିବେ କି ବୋଲି ସେ ପ୍ରଶ୍ନ କରିଛନ୍ତି। ଯେଉଁମାନେ ପ୍ରଚାରରେ ଯାଇଥିଲେ ସେମାନଙ୍କୁ କିଏ ପଠାଇଥିଲା ବୋଲି ସେ କହିଛନ୍ତି। ସମ୍ବିତଙ୍କ ଏହି ବୟାନ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri