ବିଜେଡି ନେତା ସମ୍ବିତ ରାଉତରାୟଙ୍କ ବଡ଼ ବୟାନ: ପାଣ୍ଡିଆନଙ୍କୁ ଅତୀତ କହି…

ଭୁବନେଶ୍ୱର,୪।୮: ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ  ରହିଥିବା ବେଳେ ନବୀନ ନିବାସରେ ହେବିଓ୍ବେଟଙ୍କୁ ନେଇ ଚାଲିଛି ମାନସ ମନ୍ଥନ। ଏପଟେ  ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ ଦେବାଶିଷଙ୍କୁ ସପୋର୍ଟ କରି  କହିଛନ୍ତି, ଦେବାଶିଷ ସାମନ୍ତରାୟ ଦଳର ପ୍ରତିଷ୍ଠାତା ସଦସ୍ୟ। ସେ କହିଥିବା କଥା ପଛରେ କିଛି ଗୋଟିଏ ଅର୍ଥ ରହିଛି।  ବରିଷ୍ଠ ନେତା ହିସାବରେ ସେ କିଛି ଭାବିକି କହିଥିବେ। ତାଙ୍କ କଥା ଉପରେ ମୁଁ କଣ ଆଉ ଅଧିକ କହିବି।
ଆସନ୍ତା ଦିନେ ୨ଦିନରେ ସବୁ ସମାଧାନ ହେବ ନବୀନ ବାବୁ ସବୁ ଜାଣନ୍ତି, ଖୁବ୍‌ଶୀଘ୍ର ନିଷ୍ପତ୍ତି ନେବେ। ଦଳର ମାଲିକ ନବୀନ ପଟ୍ଟନାୟକ, ସେ ହିଁ ସର୍ବେସର୍ବା।  ଯିଏ ଯାହା ଚାହିଁବେ କହିପାରିବେ,ସମସ୍ତଙ୍କୁ ସ୍ବାଧୀନତା ଅଛି’ କିନ୍ତୁ ଲେଖିବା, କହିବା ପୂର୍ବରୁ ଭାବିବା କଥା। କିଛି କହିବା ପୂର୍ବରୁ ଭାବନ୍ତୁ ଯେପରି ସଭାପତିଙ୍କ ଛବି ମଳିନ ନ ହୁଏ।  ଦଳ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଅଛି ବୋଲି ସମ୍ବିତ ରାଉତରାୟ କହିଛନ୍ତି।  ପାଣ୍ଡିଆନ ସନ୍ନାସ ନେଇସାରିଛନ୍ତି, ସେ ଅତୀତ।

Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri