ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୮।୬: ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ ପରି ଅନେକ ବରିଷ୍ଠ ନେତା। ସେହିପରି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି।

ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ଜୁନ୍‌ ୫ରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଥିଲେ। ତେବେ ଏହି ସାକ୍ଷାତ ସମୟରେ ପାଣ୍ଡିଆନ୍‌ ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?