ନବୀନଙ୍କୁ ଦେଖା କରିବାକୁ ଯାଇଥିଲେ ବିଜେଡି ନେତା, ହେଲେ ପାଣ୍ଡିଆନ ଦେଖାଇଲେ…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର): ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବେ ଚିକିତ୍ସାଧୀନ ରହିଛନ୍ତି। ନବୀନ ପୂର୍ବରୁ କେବେ ନିଜର ଚିକିତ୍ସା ସମ୍ପର୍କରେ ସାଧାରଣରେ ସବିଶେଷ ତଥ୍ୟ ଦେଇଯାଇ ନ ଥିଲେ। ହେଲେ ପ୍ରଥମ ଥର ଲାଗି ସେ ନିଜ ଚିକିତ୍ସା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ସାଧାରଣ ଲୋକଙ୍କୁ ଜଣାଇଥିଲେ। ଏହାପରେ ଦଳୀୟ ନେତା ଓ କର୍ମୀମାନେ ନବୀନଙ୍କ ଆଶୁ ଆରୋଗ୍ୟ କାମନାକରି ପୂଜାର୍ଚ୍ଚନାରେ ଲାଗି ପଡ଼ିଥିଲେ। … Continue reading ନବୀନଙ୍କୁ ଦେଖା କରିବାକୁ ଯାଇଥିଲେ ବିଜେଡି ନେତା, ହେଲେ ପାଣ୍ଡିଆନ ଦେଖାଇଲେ…