ସଂଖ୍ୟାରେ ବିଜେଡି ଆଗରେ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)-ଆସନ୍ତା ଜୁନ୍‌ ୧୦ ତାରିଖରେ ଓଡ଼ିଶାରେ ୩ ଟି ଆସନ ଏବଂ ଗୋଟିଏ ଉପନିର୍ବାଚନ ପାଇଁ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ୩ଟି ଆସନରେ ନିର୍ବାଚନ ହେବାକୁ ଥିବାବେଳେ ସୁବାସ ସିଂ ରାଜ୍ୟ ସଭାରୁ ଇସ୍ତଫା ଦେଇଥିବାରୁ ଗୋଟିଏ ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ୪ଟି ଯାକ ଆସନ ବିଜେଡି ଖାତାକୁ ଯିବା ଏକପ୍ରକାର ନିଶ୍ଚିତ ହୋଇଛି । ଦୁଇ ବିରୋଧୀ ଦଳ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଦେବେ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇ ସାରିଛନ୍ତି । ତେବେ ୪ଟି ଆସନରେ କିଏ ବିଜେଡି ପ୍ରାର୍ଥୀ ହେବେ, ସେ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି ଉପରେ ନିର୍ଭର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଗହଣା ଦୋକାନରୁ ନେଇଥିଲେ ଲକ୍ଷାଧିକ ଟଙ୍କାର ଗହଣା

ଭୁବନେଶ୍ୱର,୨୮।୯(ବ୍ୟୁରୋ):ଗହଣା ଦୋକନୀଙ୍କୁ ଚୂନ ଲଗାଇ ଠକୁଥିଲେ ଯୁବକ। ରାଜଧାନୀରେ ସୁନା ଦୋକାନୀଙ୍କୁ ଟ୍ରାଞ୍ଜାକ୍ସନର ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଠକିଥିବା ଜଣେ ଯୁବକଙ୍କୁ କମିଶନରେଟ ପୋଲିସ କୋଲକାତାରୁ...

ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ...

କୀଟନାଶକ ପିଇ ଜୀବନ ହାରିଲେ ସରପଞ୍ଚଙ୍କ ସ୍ବାମୀ

ଆସିକା,୧୩ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା କୋଟିନଡା ଥାନା ଅଧୀନ ମଞ୍ଚାପଡା ଗ୍ରାମର ରମେଶ ବେହେରା କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ହେଲେ...

୬୦ନଂ କରୋନା ଆକ୍ରାନ୍ତ ଝାରପଡ଼ା ନିଳାଦ୍ରିନଗରର: ଗ୍ରୋସରୀ-ପରିବା ଲାଗି ବୁଲିଛନ୍ତି କେସୁରା ବଜାର, ରସୁଲଗଡ଼ ହାଟ, ପଳାଶୁଣୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଝାରପଡ଼ା ଅଞ୍ଚଳର ହୋଇଥିବା ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି।...

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ...

ଉଷା ପାଢ଼ୀଙ୍କୁ ନୂଆ ଦାୟିତ୍ୱ: ଦକ୍ଷତା ବିକାଶ ସହ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଆଇଏଏସ୍‌ ଅଫିସରସ୍ତରରେ ଅଦଳ ବଦଳ କରାଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଉଷା ପାଢୀ...

ଏସ୍‌ସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ ଖବର ଗୁଜବ, ନେଗେଟିଭ ଆସିଛି ସଂକ୍ରମଣ ଯାଞ୍ଚ

ଭୁବନେଶ୍ୱର,୬।୩(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲର କରୋନା ଓ୍ବାର୍ଡରୁ ଜଣେ ସନ୍ଦିଗ୍ଧ ଚମ୍ପଟ ମାରିବା ଖବର ଏକ ଗୁଜବ। ସମ୍ପୃକ୍ତ ବ୍ୟକ୍ତି ଆୟରଲ୍ୟାଣ୍ଡର ନାଗରିକ। ସେ ୩...

ବୌଦ୍ଧକୁ ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଭେଟି: ଘୋଷଣା କଲେ ୧୧୪ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୌଦ୍ଧ ମହୋତ୍ସବର ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାର ସାମଗ୍ରିକ ଉନ୍ନତି ପାଇଁ...

Advertisement
Archives

Model This Week