ବିଜୟ ମୁହାଁ ବିଜେଡି: ତିର୍ତ୍ତୋଲରେ ୩୭ହଜାରରୁ ଅଧିକ ଭୋଟରେ ଆଗୁଆ; ବାଲେଶ୍ୱରରେ ଗଣତି ଶେଷ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୨୫ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୩୭,୭୯୧ ଭୋଟରେ ଆଗୁଆ ରହିଛି। ସେହିଭଳି ବାଲେଶ୍ୱର ବିଧାନସଭାରେ ଶେଷ ରାଉଣ୍ଡ ସୁଦ୍ଧା ବିଜେଡିି ୧୩,୩୯୫ ଭୋଟରେ ଆଗୁଆ ଥିବା ଜଣାପଡ଼ିଛି।

ତେବେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ ୮୨୫୧୫ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୪୨୭୨୪, କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲିକଙ୍କୁ ୨୫୩୬୩ ଭୋଟ ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri