ପଦ୍ମପୁରରେ ବିଜେଡି ୧,୭୧୨ ଭୋଟ୍‌ରେ ଆଗୁଆ

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟଗଣତି ଜାରି ରହିଛି। ଗୁରୁବାର ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡିକୁ ୫,୫୦୧ ଭୋଟ ମିଳିଛି। ସେହିଭଳି ଭାଜପାକୁ ୩,୭୮୯, କଂଗ୍ରେସକୁ ୨୦୬ଖଣ୍ଡ ଭୋଟ ମିଳିଛି। ଟ୍ରେଣ୍ଡ ଦେଖିଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ୧,୭୧୨ ଭୋଟରେ ଆଗୁଆ ଥିବା ଦେଖାଯାଇଛି।

ପ୍ରକାଶ ଯେ, ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆର୍‌ଏମ୍‌ସି ପରିସରରେ ଭୋଟଗଣତି ଚାଲିଛି। ୧୪ ଟେବୁଲରେ ଗଣତି ଚାଲିଥିବାବେଳେ ୨୩ ରାଉଣ୍ଡରେ ଗଣତି ସରିବ। ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୦ଜଣ ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ ଆଜି କିଏ ବାଜିମାତ କରିବ ତାହା ଜଣାପଡ଼ିବ। ତେବେ ଏହି ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri