Posted inରାଜ୍ୟ

ଆଗରେ ଚାଲିଛି ବିଜେଡି: ତିର୍ତ୍ତୋଲରେ ୧୭,୪୧୫ ଭୋଟରେ ଆଗୁଆ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଉଭୟ ଆସନରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ତିର୍ତ୍ତୋଲ ବିଧାନସଭାରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୭,୪୧୫ ଭୋଟରେ ଆଗୁଆ ରହିଛି। ସେହିପରି ବାଲେଶ୍ୱର ବିଧାନସଭାରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୬୩୦୮ ଭୋଟରେ ଆଗୁଆ ରହିଛଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କମିବ ପିଆଜ ଦର

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ଡବଲ୍‌ ଷ୍ଟାଣ୍ଡାର୍ଡ କହିଲେ ନିରଞ୍ଜନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ସମର୍ଥନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ପିସିସି...

ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା...

ଭୁବନେଶ୍ୱର ଡମଣା ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୬(ବ୍ୟୁରୋ): ସୋମବାର ଖୋର୍ଦ୍ଧା ଜିଲାରୁ ଚିହ୍ନଟ ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ ରହିଛନ୍ତି। ଆକ୍ରାନ୍ତ ଜଣଙ୍କ ଡମଣା ଅଞ୍ଚଳର ୨୫ ବର୍ଷୀୟ...

ଯୁବକଙ୍କ ସହ ବଟି ମୂଲଚାଲର ଭିଡିଓ ଭାଇରାଲ: ରାତାରାତି ବଦଳିଲେ ବଡ଼ସାହି ଥାନା ଅଧିକାରୀ

ବାରିପଦା ଅଫିସ/ବଡ଼ସାହି,୧୨ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ବଦଳି କରାଯାଇଛି। ତାଙ୍କୁ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ...

ପ୍ରବଳ ସମର୍ଥନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ସୋମବାର ରାଜ୍ୟ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାର ପ୍ରଭାବ...

ସ୍ବପ୍ନ ଦେଇଛି ଜିଇବାର ସାହାରା:ନିଆରା ବ୍ୟକ୍ତିତ୍ୱ ଚନ୍ଦ୍ରଶେଖର

ସିମୁଳିଆ, ୯।୭(ଡି.ଏନ.ଏ.)-ବିଭିନ୍ନ ଅଞ୍ଚଳରେ ଖାଦ୍ୟରୁଚିରେ ଭିନ୍ନତା ପରିଲକ୍ଷିତ ହୁଏ। କେଉର୍ଁଠି ଘୁଗୁନି ଓ ଆଳୁଦମ ତ ଆଉ କେଉଁଠି ଦହିବରା ଭଳି ନାନା ଖାଦ୍ୟର ଅଧିକ...

ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପ୍ରସଙ୍ଗ

ପୁରୁଣା ଭୁବନେଶ୍ୱର, ୨୯।୨(ଡି.ଏନ.ଏ.): ମହାଶିବରାତ୍ରି ଯିବାର ପ୍ରଥମ ଶନିବାର ପରମ୍ପରା ଅନୁସାରେ ଠାକୁରଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଟିତ ହେଉଥିଲା। ହେଲେ ୨୦୧୫ରୁ ଶ୍ରୀକପିଳେଶ୍ୱର ମନ୍ଦିରରେ ମଲିଆ...

Advertisement


Archives

Model This Week

Why Dharitri