Categories: ରାଜ୍ୟ

ଆଗରେ ଚାଲିଛି ବିଜେଡି: ତିର୍ତ୍ତୋଲରେ ୧୭,୪୧୫ ଭୋଟରେ ଆଗୁଆ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଉଭୟ ଆସନରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ତିର୍ତ୍ତୋଲ ବିଧାନସଭାରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୭,୪୧୫ ଭୋଟରେ ଆଗୁଆ ରହିଛି। ସେହିପରି ବାଲେଶ୍ୱର ବିଧାନସଭାରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୬୩୦୮ ଭୋଟରେ ଆଗୁଆ ରହିଛଥିବା ଜଣାପଡ଼ିଛି।