ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା ବିଧାୟକଙ୍କୁ ସ୍ବାଗତ କରିଥିବା ୨ ନେତାଙ୍କ ନିଲମ୍ବନକୁ ତୀବ୍ର ବିରୋଧ କରାଯାଇଛି। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର।

ତୁମୁଡ଼ିବନ୍ଧ, କ. ନୂଆଗାଁ ଓ ବାଲିଗୁଡ଼ା ବ୍ଲକ ଅଧ୍ୟକ୍ଷ ମଧ୍ୟ ଇସ୍ତଫା ଦେଇଛନ୍ତି। ତୁମୁଡ଼ିବନ୍ଧ, କ. ନୂଆଗାଁ, ବାଲିଗୁଡ଼ା ଓ କୋଟପାଡ଼ ବ୍ଲକ ସଭାପତିଙ୍କ ସହ ବିଜେଡି ସାଧାରଣ ସମ୍ପାଦକ ବିଜୟ ନାୟକଙ୍କ କୁଶପୁତ୍ତଳିକା ଜାଳି ଇସ୍ତଫା ଦେଇଛନ୍ତି। ବିଜେଡିରୁ ନିଲମ୍ବିତ ବାଲିଗୁଡ଼ା ବିଧାୟକଙ୍କୁ ସ୍ବାଗତ କରିଥିଲେ ଦଳୀୟ ନେତା। ଦଳ ବିରୋଧୀ କାର୍ଯ୍ୟ ଦର୍ଶାଇ ୨ ନେତାଙ୍କୁ ନିଲମ୍ବନ ପରେ ଅସନ୍ତୋଷ ବଢ଼ିବାରେ ଲାଗିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri