ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ତାଙ୍କ କହିବାନୁସାରେ ଗତ ବ୍ରଜରାଜନଗର ଉପନିର୍ବାଚନରେ ସେ ଭାଜପା ଛାଡି ବିଜେଡିରେ ମିଶିଥିଲେ। ହେଲେ ସ୍ଥାନୀୟ ଲୋକପ୍ରତିନିଧି ତାଙ୍କୁ ଅଣଦେଖା କରୁଥିଲେ। ଏହାକୁ ନେଇ ସେ ଜିଲା ସଭାପତିଙ୍କୁ ଅବଗତ କରିଥିଲେ ମଧ୍ୟ ଦଳ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ। ଏହାକୁ ନେଇ ସେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫାପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri