ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ସେ ବିଜେଡିର ରାଜ୍ୟ ସଭା ସଦସ୍ୟ ଭାବେ ସେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିଲେ। ରବି ନାରାୟଣ ଟିକେଟ୍‌ ଆଶାୟୀ ଥିବା ବେଳେ ଦଳ ତାଙ୍କୁ ଟିକେଟ୍‌ ଦେଇ ନ ଥିବାରୁ ଏଥିରେ ସେ ବିମୁଖ ହୋଇ ଦଳ ଛାଡ଼ିଥିବା କୁହାଯାଉଛି।

୪ ଜୁଲାଇ ୧୯୫୭ରେ ନୟାଗଡ଼ରେ ଜନ୍ମିତ ରବିନାରାୟଣ ଜଣେ ଟାଣୁଆ ରାଜନେତା। ସେ ପ୍ରଥମେ ଜନତା ଦଳରେ ତାଙ୍କର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ୨୦୧୪ରେ ସେ ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳରୁ ବିଜୟ ଲାଭ କରି ବିଧାୟକ ହୋଇଥିଲେ। ସେ ୨୦୧୯ ପର୍ଯ୍ୟନ୍ତ ରଣପୁର ବିଧାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri