ପ୍ରଦୀପଙ୍କ ବିରୋଧରେ ମାନସଙ୍କୁ ପ୍ରାର୍ଥୀ କରିପାରେ ବିଜେଡି

ଭୁବନେଶ୍ୱର,୨୭।୩: ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ କସରତ ଆରମ୍ଭ ହୋଇଛି । ଦଳ ଛାଡି ଅନେକ ନେତା ଭାଜପାରେ ସାମିଲ ହେଉଛନ୍ତି। ଯାହାକୁ ନେଇ ବିଜେଡିର ଅଡୁଆ ବଢିବାରେ ଲାଗିଛି। ଏବେ ବିଜେଡିର ନିଜର ଗଞ୍ଜାମରେଏବେ ବ୍ୟାକଫୁଟରେ । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରୁ ପ୍ରାର୍ଥୀ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ଏବେ ଅସନ୍ତୁଷ୍ଟ ବିଜେଡି ନେତାମାନଙ୍କୁ ଏକଜୁଟ କରିବାରେ ଲାଗିଛନ୍ତି। ତେବେ ଜିଲାରେ ବିଜେଡି ସଂଗଠନକୁ ଦୁର୍ବଳ ହେବାରେ ଲାଗିଛି । ତେବେ ପ୍ରଦୀପଙ୍କୁ ଟକ୍କର ଦେବା ପାଇଁ ବିଜେଡି ଜଣେ ଅଭିଜ୍ଞ ଓ ପୁରୁଖା ନେତାଙ୍କୁ ତାଙ୍କ ବିପକ୍ଷରେ ଛିଡା କରିପାରେ। ବିଜେଡି ବ୍ରହ୍ମପୁର ସଂସଦୀୟ ଆସନରୁ ରାଜ୍ୟ ସଭା ଏମ୍‌ପି ମାନସ ମଙ୍ଗରାଜଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?