ପ୍ରଚାର ମଇଦାନରେ ବିଜେଡି ମେୟର ପ୍ରାର୍ଥୀ

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ସୋମବାର ନାମାଙ୍କନର ଶେଷ ହୋଇଥିବାବେଳେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହେବ । ୧୪ରେ ଇଚ୍ଛୁକ ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ତେବେ ଆଜିଠାରୁ ପ୍ରଚାର ମଇଦାନ ସରଗରମ ହୋଇଛି। ଭୁବନେଶ୍ୱର ମହାନଗର ନିଗରର ବିଜୁ ଜନତା ଦଳର ମେୟର ପ୍ରାର୍ଥୀ ସୁଲୋଚନା ଦାସ ନାମାଙ୍କନ ପତ୍ର ଦାଖଲ କରିବା ପରେ ମଙ୍ଗଳବାରରୁ ପ୍ରଚାର ଆରମ୍ଭ କରିଛନ୍ତି । ସୁଲୋଚନା ପ୍ରଚାର ଆରମ୍ଭ କରିବା ପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ଆର୍ଶିବାଦ ଲାଭ କରିଛନ୍ତି । ପରେ ସମର୍ଥକଙ୍କୁ ନେଇ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ବିକାଶମୂଳକ କାମକୁ ଆଗକୁ ନେବୁ । ବିଜେଡି ବିପୁଳ ସଂଖ୍ୟା ବିଜୟ ଲାଭ କରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫଳ ଦର ଆକାଶଛୁଆଁ

ଭୁବନେଶ୍ୱର, ୨୯।୫ (ବ୍ୟୁରୋ): ସୋମବାର ସାବିତ୍ରୀ ବ୍ରତ। ମହିଳାମାନେ ସ୍ବାମୀଙ୍କ ମଙ୍ଗଳ ମନାସି ଠାକୁରଙ୍କ ନିକଟରେ ସାତ ଫଳ ଭୋଗ କରି ପୂଜା କରିବେ। ତେଣୁ...

ପୂର୍ବତନ ମୁଖ୍ୟ ଶାସନ ସଚିବ ନଳିନୀକାନ୍ତ ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ନଳିନୀକାନ୍ତ ପଣ୍ଡାଙ୍କର ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ହୃଦ୍‌ଘାତରେ ପ୍ରାଣ...

ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ...

ଆଇନର ଆଶ୍ରୟ ନେଲେ ଦୂତୀ

ଭୁବନେଶ୍ୱର,୩।୯(କ୍ରୀଡ଼ା ପ୍ରତିନିଧି): ୨୦୧୬ ରିଓ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବା ସହ ଏସିଆନ ଗେମ୍ସରେ ୨ଟି ରୌପ୍ୟ ପଦକ ଜିତି ରାଜ୍ୟକୁ ଗର୍ବିତ...

ଜୁନ୍‌ରେ ମେଟ୍ରୋ ଟ୍ରେନ୍‌ ଶୁଭ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ କାମ ଆରମ୍ଭ ହେବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା...

ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଗୁରୁତର କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ କଲେଜରେ କୋଭିଡ୍‌ ପ୍ଲାଜ୍‌ମା ବ୍ୟାଙ୍କ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୨୯ କରୋନା ଆକ୍ରାନ୍ତ, ଅନୁଗୁଳରୁ ସର୍ବାଧିକ

ଭୁବନେଶ୍ୱର,୩।୧୨ (ବ୍ୟୁରୋ)- ରାଜ୍ୟରେ ଗୁରୁବାର ସୁସ୍ଥ ହୋଇଛନ୍ତି ୬୨୯ କରୋନା ଆକ୍ରନ୍ତ। ଅନୁଗୁଳ ଜିଲରୁ ସର୍ବାଧିକ ୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ସୁନ୍ଦରଗଡ଼ରୁ ୬୫,...

ବିସ୍ଫୋରଣ ସ୍ଥଳରୁ ଜବତ ସାମଗ୍ରୀ କୋର୍ଟରେ ଦାଖଲ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍‌ ଅଏଲ ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣାର ୧୨ ଦିନ ପରେ ବି ପୋଲିସ କେବଳ ଫୋରେନ୍‌ସିକ୍‌ ରିପୋର୍ଟକୁ ଚାହିଁ ବସିଛି। ରିପୋର୍ଟ...

Advertisement
Archives

Model This Week