ରାଜନୀତିରେ ହଇଚଇ, ଅରୁଣ କହିଦେଲେ ନବୀନ ଥିବା ଯାଏ…

ଭୁବନେଶ୍ୱର,୮।୪:  ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ ହୋଇଛି। ମଙ୍ଗଳବାର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂଦେଓ, ପ୍ରତାପ ଦେବ ଓ ଅନଙ୍ଗ ଉଦୟ ସିଂହଦେଓ  ନବୀନ ନିବାସରେ ପହଞ୍ଚି ଥିଲେ। ପରେ  ଅରୁଣ ସାହୁ, ପ୍ରଣବ ବଳବନ୍ତ ରାୟ, ଅତନୁ, ସଞ୍ଜୟ ଦାସବର୍ମା  ଭଳି ଜଣଙ୍କ ପରେ ଜଣେ ନେତା ନବୀନ ନିବାସ ଯାଇଥିଲେ।  ସେଠାରେ ଦଳୀୟ ସ୍ଥିତି ନେଇ ନବୀନଙ୍କ ସହ ଆଲୋଚନା କରିଥିଲେ।
ଆଲୋଚନା ଶେଷ ହେବା ପରେ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖି କହିଥିଲେ ,ସାଙ୍ଗଠନିକ କାର୍ଯ୍ୟକ୍ରମ ପାଇଁ ନବୀନ ନିବାସ ଆସିଥିଲୁ।  ଜିଲା ସଭାପତି ଚୟନ, ନିର୍ବାଚନ ଉପରେ ଆଲୋଚନା ହେଲା। ନବୀନ ପଟ୍ଟନାୟକ ଥିବା ଯାଏ ଦଳ ମଜଭୁତ ଅଛି।  ନବୀନ ଥିବା ଯାଏ BJD ପ୍ରତି ଲୋକଙ୍କ ଆଶା ରହିବ।
ସେହିପରି, ନବୀନ ନିବାସରୁ ବାହାରି ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ଦେଇ କହିଥିଲେ,  ୱାକଫ ବିଲ ବିଷୟରେ ଗତକାଲି ସ୍ପଷ୍ଟ କହିଥିଲି। ଖୁବ୍‌ ଶୀଘ୍ର ସମସ୍ତଙ୍କ ମନର ଦ୍ବନ୍ଦ୍ବ ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri