ବିଜେଡିକୁ ବଡ଼ ଝଟ୍‌କା: ଦଳରୁ ଇସ୍ତଫା ଦେଲେ…

ଗଜପତି, ୪।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ବିଜେଡିକୁ ଲାଗିଛି ଏକ ବଡ଼ ଝଟକା। ୨୦୨୪ ସାଧାରଣ ନିର୍ବାଚନରେ ମୋହନା ବିଜେଡି ବିଧାୟକ ପ୍ରାର୍ଥୀ ଥିବା ଅନ୍ତର୍ଯ୍ୟାମୀ ଗମାଙ୍ଗ ବିଜେଡିକୁ କରିଛନ୍ତି ବାଏ ବାଏ। ସେ ୨୦୦୯ରେ ଭାଜପା ପକ୍ଷରୁ ମୋହନା ବିଧାୟକ ପ୍ରାର୍ଥୀ ଥିଲେ। କିନ୍ତୁ ୨୦୧୪ରେ ସେ ଭାଜପା ଛାଡି ବିଜେଡିରେ ସାମିଲ ହୋଇଥିଲେ। ତାଙ୍କ ଯୋଗଦାନ ପରେ ମୋହନାରେ ବିଜେଡି ସଶକ୍ତ ହୋଇଥିଲା। ଏହାପରେ ଦଳ ତାଙ୍କ ପତ୍ନୀ ପୂର୍ଣ୍ଣବାସୀ ନାୟକଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ୨୦୨୪ରେ ବିଜେଡିରୁ ଅନ୍ତର୍ଯ୍ୟାମୀ ପ୍ରାର୍ଥୀ ହୋଇଥିଲେ। ସେହିପରି ସେ ୨୦୧୭ରୁ ୨୦୧୯ ଯାଏ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଜିଲା ଅଧ୍ୟକ୍ଷ ଥିଲେ। ତେବେ ସେ ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ତେବେ ସେ ନିଜ ପ୍ରତିକ୍ରିୟାରେ ଜରୁରୀ ବିଶୃଙ୍ଖଳା ଯୋଗୁ ଇସ୍ତଫା ପତ୍ର ଦେଉଥିବା ଆଉ ଏକ କାରଣ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri