Posted inରାଜ୍ୟ

ବଡ଼ ବୟାନ୍‌ ରଖିଲେ ପ୍ରସନ୍ନ, କହିଲେ ଭାଜପାକୁ…

ଭୁବନେଶ଼୍ବର, ୨୯।୦୬: ବିଜୁ ଜନତା ଦଳର ବିଧାୟକ ତଥା ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ବଡ଼ ବୟାନ୍‌ ଦେଇଛନ୍ତି । ଭାଜପା ସରକାରଙ୍କୁ ସେ ଟାର୍ଗେଟ୍‌ କରିଛନ୍ତି। ଓଡ଼ିଶା ସ଼୍ବାର୍ଥରେ କୌଣସି ବାଧା ଆସିଲେ ତାହା ବିଜେଡି ସାଲିସ୍‌ କରିବ ନାହିଁ ବୋଲି ସେ କହିଛନ୍ତି । ପୂର୍ବରୁ ଆମେ ଦିଲ୍ଲୀରେ ପ୍ରସଙ୍ଗ ଭିତ୍ତିକ ସମର୍ଥନ କରିଆସୁଥିଲୁ । କିନ୍ତୁ ବିଧାନସଭାରେ ଓଡ଼ିଶା ସ଼୍ବାର୍ଥକୁ ନେଇ ସାଲିସ୍‌ କରାଯିବନି ବୋଲି ସେ କହିଛନ୍ତି ।

ଏଥିସହତି ସେ ନିଟ୍‌ ପରୀକ୍ଷାରେ ହୋଇଥିବା ପ୍ରଶ୍ନପତ୍ର ଲିକ୍‌ ଏବଂ ଅନିୟମିତତାକୁ ଏକ ଉଦ୍‌ବେଗଜନକ ପ୍ରସଙ୍ଗ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri