ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ଅମର ଶତପଥୀ ଓ ପ୍ରସନ୍ନ ପାଟ୍ଟଶାଣୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମତାମତ ଦେବା ପୂର୍ବରୁ ଅମର ଭାବିବା ଉଚିତ। ସବୁବେଳେ କ୍ଷମତା ଲୋଭୀ ହେବା ଉଚିତ ନୁହେଁ। ପ୍ରସନ୍ନ ପାଟ୍ଟଶାଣୀ BJDରୁ ଅନେକ ଫାଇଦା ପାଇଛନ୍ତି। ସେଥିପାଇଁ ଅନେକ ବାର ସେ ଏମପି ହୋଇଛନ୍ତି। ହେଲେ ଏବେ ଯିଏ ଦଳ ଛାଡ଼ିଲେ ବି ବିଜେଡିକୁ କିଛି ଫରକ ପଡ଼ିବନି। ଏଥିସହ ଦେବାଶିଷ ପାଣ୍ଡିଆନଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପାଣ୍ଡିଆନ BJDର ନେତା ନ ଥିଲେ।

ଏହା ପୂର୍ବରୁ ଦେବାଶିଷ ଏକ ସଭାରେ ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ ବୋଲି ବୟାନ ଦେଇଥିଲେ। ସେ କହିଥିଲେ, କଂଗ୍ରେସ ସହ ହାତ ମିଳାଇ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଥିଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ।

ପାରାଦୀପର କୁଜଙ୍ଗରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ କର୍ମୀଙ୍କୁ ଉଦବୋଧନ ଦେବା ଅବସରରେ ଦେବାଶିଷ କହିଥିଲେ, ଖବଶୀଘ୍ର ରାଜ୍ୟରେ ପଟ୍ଟ ପରିବର୍ତ୍ତନ ହେବାକୁ ଯାଉଛି। ନବୀନ ପଟ୍ଟନାୟକ ପୁଣି ସରକାର ଗଢିବେ। ଆଗକୁ ବହୁତ ଶୀଘ୍ର ଉପ ର୍ନିବାଚନ ହେବାକୁ ଯାଉଛି। ହାଇକୋର୍ଟରେ ଚାଲିଥିବା ମାମଲାରେ ଭାଜପାର ୭ ସଭ୍ୟପଦ ରଦ୍ଦ ହେବ। ପୁଣି ର୍ନିବାଚନ ହେବ। ନବୀନ ଖାଲି ହାତ ହଲେଇଦେଲେ ଆମେ ଜିତିବୁ। ପଛେ କଂଗ୍ରେସ ସହ ହାତ ମିଳାଇବୁ ହେଲେ ନବୀନଙ୍କୁ ପୁଣି ମୁଖ୍ୟମନ୍ତ୍ରୀ କରିବୁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଦେବାଶିଷ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri