ଇସ୍ତଫା ଦେଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୭।୯: ଇସ୍ତଫା ଦେଲେ ବିଜୁ ଜନତା ଦଳ ଏମପି ଦେବାଶିଷ ସାମନ୍ତରାୟ। FAO ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ସାମନ୍ତରାୟ। ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି FAO ସମ୍ପାଦକଙ୍କୁ ଚିଠିରେ କହିଛନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri