ଭାଜପାରେ ଯୋଗଦେଲେ ବିଜେଡି ଏମପିଙ୍କ ପ୍ରତିନିଧି

ପୋଲସରା, ୧୫/୫ (ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ବିଜେଡି ଏମପି ପ୍ରତିନିଧି ମୋତିରାମ ସାହୁଙ୍କ ନେତୃତ୍ୱରେ ଲଙ୍ଗଳେଶ୍ବର ମନ୍ଦିର ନିକଟରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଭାଜପା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ ମୋତିରାମ, ପୂର୍ବତନ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ଓ ତାଙ୍କର ଶତାଧିକ ସମର୍ଥକ। ସ୍ଥାନୀୟ ବିଧାୟକ ଶ୍ରୀକାନ୍ତ ସାହୁଙ୍କ କର୍ଯ୍ୟକଳାପରେ ସନ୍ତୁଷ୍ଟ ହୋଇ ମୋତିରାମ ସାହୁ ଦଳ ଛାଡ଼ିଥିବା କହିଥିଲେ। ତାଙ୍କ ସହିତ ପବିତ୍ର ପ୍ରଧାନ, ଯଜ୍ଞ ନାରାୟଣ ସାହୁ, ଭାସ୍କର ନାହକ, ପଞ୍ଚୁ ଦାସ, ଅନନ୍ତ ବେହେରା, ଶଙ୍କର ବେହେରା (ପିଲା) ନାରାୟଣ ଦାଶ, ରାମକୃଷ୍ଣ ପ୍ରଧାନଙ୍କ ସମେତ ହଜାର ହଜାର କର୍ମୀଙ୍କୁ ଘୁମୁସର ଜିଲା ଭାଜପା ସଭାପତି ତଥା ପୋଲସରା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଓ ଉପସଭାପତି ପ୍ରଭାକର ପଣ୍ଡା, ଯୁବମୋର୍ଚ୍ଚା ସଭାପତି ଦୀପକ ପ୍ରଧାନ, ସୁଶ୍ରୀ ଆରତୀ ଦେବୀ ଉପସ୍ଥିତ ରହି ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ଦଳରେ ସାମିଲ କରିଥିଲେ। ଏହି ସମୟରେ ସୁନିଲ ପାଢ଼ୀ, ସୁଶାନ୍ତ କୁମାର ମଲ୍ଲିକ, ବିଜୟ ଲେଙ୍କା,ନୀଳାଚଳ ପଣ୍ଡା, ପ୍ରସନ୍ନ କୁମାର ଡାକୁଆ, ମହେଶ୍ୱର ପରିଡ଼ା, ରାଜେନ୍ଦ୍ର ପାତ୍ର, ସୌମ୍ୟ ରଞ୍ଜନ ସାହୁ, କାମ୍ପ ବାଢେଇ, କାମଦେବ ପ୍ରଧାନ, କୃଷ୍ଣ ଚରଣ ପଟ୍ଟନାୟକ, ମଦନ ମହାରଣା, ବିଚିତ୍ର ସାହୁ, ମଣ୍ଟୁ ସାହୁ, ଶ୍ରୀକାନ୍ତ ଲେଙ୍କା,କୃଷ୍ଣଚନ୍ଦ୍ର ଦିକ୍ଷୀତ ସହିତ ହଜାର ହଜାର କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri