ରଣପୁର ଦଖଲ କଲା ବିଜେଡି

ନୟାଗଡ଼ ଅଫିସ/ ରଣପୁର୨୬।୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିରେ ବିଜେଡିର ଚେୟାରମ୍ୟାନ ପ୍ରାର୍ଥିନୀ ରଙ୍ଗୀନ ମହାନ୍ତି ୩୨୩ ଭୋଟରେ ବିଜୟୀ ହୋଇଛନ୍ତି। ରଙ୍ଗୀନ ମହାନ୍ତି ୪ ହଜାର ୨୧୫ ଭୋଟ ପାଇଥିବା ବେଳେ, ସ୍ବାଧୀନ ପ୍ରାର୍ଥିନୀ ମଧୁସ୍ମିତା ପ୍ରହରାଜ ୩ ହଜାର ୮୯୨ ଭୋଟ ପାଇଛନ୍ତି। ଭାଜପା ପ୍ରାର୍ଥିନୀ ସୁପ୍ରିୟା ମହାପାତ୍ର ୬୭୪ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥିନୀ ସୁଚିତ୍ରା ମତା ୧୯୦ ଭୋଟ ପାଇଛନ୍ତି। ସେହିପରି ୧୫ଟି ୱାର୍ଡ ମଧ୍ୟରୁ ୧୧ଟି ଆସନ ବିଜେଡି ହାତେଇଥିବା ବେଳେ, ଭାଜପା ଏବଂ ସ୍ବାଧୀନ ୨ଟି ଲେଖାଏ ଆସନ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ଚିଠି: ସ୍ଥାନୀୟ ନିଯୁକ୍ତି

ଶିଳ୍ପ ଓ ଖଣି ଖାଦାନ ବହୁଳ ସୁନ୍ଦରଗଡ଼ ଜିଲାରେ ନିଯୁକ୍ତି ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। କାମଧନ୍ଦା ଅଭାବରୁ ଜିଲାର ବହୁ ବେକାର ଯୁବକଯୁବତୀ...

ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ

କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍‌ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ...

ଦୁର୍ଗାଦେବୀ ସାହିରୁ ଚୋରି ଉଦ୍ୟମ, ଥାନାରେ ଏତଲା

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ. ୩ ଦୁର୍ଗାଦେୀ ସାହିର ବିଶ୍ୱନାଥ ପାଢ଼ୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ପଣ୍ଡ ହୋଇଥିଲା।...

ଭିଜିଲାନ୍ସ ଜାଲରେ ଫରେଷ୍ଟର୍‌

ଭବାନୀପାଟଣା,୧୩।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା କର୍ଲାପାଟ ରେଞ୍ଜ ଶଗଡା ଫରେଷ୍ଟର୍‌ ଯୋଗେନ୍ଦ୍ର ମାଝୀ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଚଢ଼ାଉ ସମୟରେ ତାଙ୍କ ନିକଟରୁ...

ଅର୍ଦ୍ଧନିର୍ମିତ କଲଭର୍ଟ ମରଣଯନ୍ତା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ସୁନହଟ ଲାଲମହନ ଛକ ଓ କନକଦୁର୍ଗା ଛକ ସଂଲଗ୍ନ ରାସ୍ତାର କନକଦୁର୍ଗା ମନ୍ଦିର ନିକଟରେ ନିର୍ମାଣାଧୀନ ଥିବା କଲର୍ଭଟକୁ...

କପା ଫସଲର ଅମଳ ପରବର୍ତ୍ତୀ ଯତ୍ନ ଉପରେ ତାଲିମ

କେସିଙ୍ଗା,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମପଞ୍ଚାୟତ ସଉରାପଦର କାଜୁ ପଡିଆଠାରେ ଭବାନୀପାଟଣା କପା ବିଶେଷଜ୍ଞଙ୍କ ଆନୁକୂଲ୍ୟରେ ଦିନିକିଆ ସମନ୍ବିତ କପା ଉତ୍ପାଦନ ତାଲିମ ଶିବିର...

ବୁଦା ମୂଳରୁ ଉଦ୍ଧାର ହେଲେ ୨ କଲରାପତରିଆ ଛୁଆ

ବାଲେଶ୍ୱର ଅଫିସ,୪।୧୨: ସୋର ଥାନା ଅଲ୍ଲିପୁର ଗ୍ରାମର ରାମଚନ୍ଦ୍ର ବାରିକ ଶୁକ୍ରବାର ୨ଟି ଛୁଆ କଲରାପତରିଆ ଅଥବା ଜଙ୍ଗଲୀ କ୍ୱାଟ୍‌ ଉଦ୍ଧାର କରିଛନ୍ତି। ବିଲରେ କାମ...

ଆଜି ପବିତ୍ର ଅଁଳା ନବମୀ

ସାକ୍ଷୀଗୋପାଳ,୨୩ା୧୧(ଡି.ଏନ୍‌.ଏ.):ସୋମବାର ଅଁଳାନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ନୀତି ଅନୁଷ୍ଠିତ ହେବ। ପାରମ୍ପରିକ ବେଶଭୂଷା ଓ ଗହଣାରେ ଲାଗି ହୋଇ ମା’ ରାଧାରାଣୀ...

Advertisement
Archives

Model This Week