ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ ପାଢୀଙ୍କ ଗିରଫ ଦାବି କରି ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଛନ୍ତି। ସୂଚନା ଅନୁଯାୟୀ, ଗତ ୨୬ରେ ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କ ବାସ ଭବନରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ସେଠାରେ ଜିଲା ସଂଯୋଜକ ପ୍ରମୋଦ ଏମ୍‌ପି ରମେଶ ମାଝିଙ୍କୁ ମହାତ୍ମା ଗାନ୍ଧୀଙ୍କ ସହ ତୁଳନା କରିଥିଲେ। ଏହି ଭିଡିଓ ଭାଇରାଲ ହେବାପରେ କଂଗ୍ରେସ ଏହାକୁ ନାପସନ୍ଦ କରିଛି। ପୂର୍ବତନ ପିସିସି ସମ୍ପାଦକ କ୍ଷେମରାଜ ବାଘଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବାହାରିଥିଲା। ସେମାନେ ମଧ୍ୟ ପ୍ରମୋଦଙ୍କ ଗିରଫ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ହର ଘର ତ୍ରିରଙ୍ଗା’

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ୭୬ତମ ସ୍ବଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅଧୀନରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ...

ରବି ଧାନ ବିକ୍ରି, ୧୯ରୁ ଖୋଲିବ ମଣ୍ଡି

ବୌଦ୍ଧ,୭ା୫(ସ୍ବ.ପ୍ର.)-ରବି ଧାନ କ୍ରୟ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୯ରୁ ମଣ୍ଡି ଖୋଲିବ ବୋଲି ବୁଧବାର ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ...

ନଦୀରେ ଭାସିଗଲେ ୨ ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ଚୌଦ୍ୱାର,୧୨ା୧୦ (ଡି.ଏନ୍‌.ଏ): ଶନିବାର ଅପରାହ୍ନରେ ବିରୁପା ନଦୀ ବ୍ୟାରେଜ ନିକଟରେ ଗାଧୋଉଥିବାବେଳେ ୨ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣେ...

ସୁଣ୍ଢିରା, ପୂର୍ବପଡା ଗ୍ରାମରେ ମାସ୍କ ବଣ୍ଟନ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସୁଣ୍ଢିରା ପଞ୍ଚାୟତ ବାରପଡାସ୍ଥିତ ବାବା ଆଳଣ୍ଡଳେଶ୍ୱର ବୋଲବମ କମିଟି ପକ୍ଷରୁ ରବିବାର ସଚେତନତା କାର୍ଯ୍ୟକ୍ରମ ସହିତ ମାସ୍କ ଓ ସାବୁନ...

ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ...

ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି

ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି।...

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା: ଅଭିଯୁକ୍ତ ଗଲେ ଜେଲ୍‌

କୋକସରା,୨ା୩(ଡି.ଏନ୍‌.ଏ.): ପ୍ରଥମେ ପ୍ରେମ ପରେ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ଘରୁ ଫେରାର କରି ତା’ସହ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା କରିଥିବା...

ରାଜ୍ୟରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୪୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ...

Advertisement
Archives

Model This Week