ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ ପାଢୀଙ୍କ ଗିରଫ ଦାବି କରି ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଛନ୍ତି। ସୂଚନା ଅନୁଯାୟୀ, ଗତ ୨୬ରେ ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କ ବାସ ଭବନରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ସେଠାରେ ଜିଲା ସଂଯୋଜକ ପ୍ରମୋଦ ଏମ୍‌ପି ରମେଶ ମାଝିଙ୍କୁ ମହାତ୍ମା ଗାନ୍ଧୀଙ୍କ ସହ ତୁଳନା କରିଥିଲେ। ଏହି ଭିଡିଓ ଭାଇରାଲ ହେବାପରେ କଂଗ୍ରେସ ଏହାକୁ ନାପସନ୍ଦ କରିଛି। ପୂର୍ବତନ ପିସିସି ସମ୍ପାଦକ କ୍ଷେମରାଜ ବାଘଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବାହାରିଥିଲା। ସେମାନେ ମଧ୍ୟ ପ୍ରମୋଦଙ୍କ ଗିରଫ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଲେ ଗ୍ରାମବାସୀ, କମ୍ପାନୀ କର୍ମଚାରୀଙ୍କୁ ଛାଡ଼ିଲେନି ଭିତରକୁ

ଯୋଡ଼ା,୪ା୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣିର ଫାଟକରେ ତାଲା ପକାଇ ଯୋଡ଼ା ବସ୍ତିର ମୂଳ ଅଧିବାସୀମାନେ...

ବରଗଡ଼ରେ ପୁଣି କରାମାଡ଼

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲାରେ କ୍ରମାଗତ କାଳବୈଶାଖୀର ତାଣ୍ଡବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ ଦୁଇଦିନ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବୃଷ୍ଟି(କରାମାଡ଼),...

ନିଆରା ହୋଲି: ପ୍ରାକୃତିକ ରଙ୍ଗରେ ସ୍ନେହ, ସୁସ୍ଥତା ବାର୍ତ୍ତା

ଚନ୍ଦାହାଣ୍ଡି,୧୦ା୩(ଡି.ଏନ୍‌.ଏ.): ସବୁଠି ଆନନ୍ଦର ସହ ପାଳନ କରାଯାଉଛି ରଙ୍ଗର ପର୍ବ ହୋଲି। ନବରଙ୍ଗପୁର ଜିଲାର ଚନ୍ଦାହାଣ୍ଡିଠାରେ ମଧ୍ୟ ଭାଇଚାରାର ଏହି ପର୍ବ ପାଳନ କରାଯାଉଛି। ଚାରିଆଡ଼େ...

ଫେରିଲା ନାଇଟ୍‌ କର୍ଫ୍ୟୁ, ଏସବୁରେ କଟକଣା ଲଗାଇଲେ ରାଜ୍ୟ ସରକାର; ଜାଣନ୍ତୁ…

ଭୁବନେଶ୍ୱର,୫।୧(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ...

ବରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୪ ଛୁଇଁଲା

ବରଗଡ଼ ଅଫିସ,୨୩ା୭: ଜିଲାରେ ଗୁରୁବାର ପୁଣି ୨୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୨୪ ଜଣ ରହିଥିବାବେଳେ...

ସ୍ଲୁଇସ ଗେଟ୍‌ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ

ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍‌ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ...

ଲକ୍‌ଡାଉନ୍‌ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ

ଗଞ୍ଜାମ,୫।୬(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ...

ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସମ୍ଭାବ୍ୟ ସଂକ୍ରମଣ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସଂକ୍ରମଣ। ଏହାର ମୁକାବିଲା ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସତର୍କତାମୂଳକ ପଦକ୍ଷେପ...

Advertisement


Archives

Model This Week