ଦରବୃଦ୍ଧିକୁ ବିଜେଡିର ବିରୋଧ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି  ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଶନିବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।
ଖବରଦାତା ସମ୍ମିଳନୀରେ ବିଜେଡି ନେତା କହିଛନ୍ତି ଯେ ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଯୋଗୁ ଓଡ଼ିଶା ତଥା ସମଗ୍ର ଦେଶର ସାଧାରଣ ଜନତା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। କେନ୍ଦ୍ରରେ କ୍ଷମତାସୀନ ଭାଜପା ସରକାର ଏହି ଦରଦାମ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଦର ବୃଦ୍ଧି ପ୍ରତିବାଦରେ ରବିବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯିବ। କେନ୍ଦ୍ରର ଭାଜପା ସରକାର ଦ୍ୱାରା ପେଟ୍ରୋଲ, ଡିଜେଲ, ଏଲ୍‌ପିଜି, ଖାଇବାତେଲ, ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ହ୍ରାସ ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ। ସେହିପରି ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହିତ ଜିଲାପାଳ,ଉପଜିଲାପାଳ, ବିଡିଓ କିମ୍ବା ଅନ୍ୟ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri