ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…

ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍‌ ଥିବା ବିଜୁ ଜନତା ଦଳର ନେତା ଏବେ ନିଜର ଅସନ୍ତୋଷ ଝାଡ଼ୁଛନ୍ତି। ସଭାମଞ୍ଚ ହେଉ ଅବା ଗଣମାଧ୍ୟମରେ ବୟାନବାଜି କରୁଛନ୍ତି। ୪ ମାସ ପରେ ଦଳୀୟ ନେତାଙ୍କ ଏଭଳି ବୟାନରୁ ଦଳରେ ସବୁ ଠିକ୍‌ଠାକ୍‌ ନ ଥିବା ସ୍ପଷ୍ଟ ହେଉଛି। ଏସବୁ ମଧ୍ୟରେ ବିଜେଡିର ବରିଷ୍ଠ ନେତା ପଦ୍ମନାଭ ବେହେରା ମୁହଁ ଖୋଲିଛନ୍ତି।

ସେ କହିଛନ୍ତି, ୪ଟି କାରଣ ପାଇଁ ନିର୍ବାଚନ ହାରିଲୁ। ପ୍ରାର୍ଥୀ, ଦଳର ସଭାପତି, ପାଣ୍ଠି ଓ କର୍ମକର୍ତ୍ତା ପାଇଁ ଦଳ ହାରିଲା। ଆମ ଇସ୍ତାହାରଠାରୁ ଭାଜପାର ଇସ୍ତାହାର ଲୋକଙ୍କୁ ଅଧିକ ଆକର୍ଷିତ କଲା । ସୁଭଦ୍ରା, ଏମ୍‌ଏସ୍‌ପି ୩୧୦୦ ଟଙ୍କା, ମାଗଣା ବିଜୁଳି ଭଳି ଭାଜପା ବଡ଼ କଥା କହିଥିଲା । ଆମ ଇସ୍ତାହାରର ପ୍ରସ୍ତାବ କିଛି ଗ୍ରହଣ ହେଲା ଓ କିଛି ହେଲାନାହିଁ । ନବୀନବାବୁ ଆଉ ଟିକେ ଅଧିକ ପ୍ରଚାର କରିଥିଲେ ଭଲ ହୋଇଥାଆନ୍ତା ବୋଲି ପଦ୍ମନାଭ କହିଛନ୍ତି । ଏହାଛଡ଼ା ପ୍ରସନ୍ନ ପାଟ୍ଟଶାଣୀ ଓ ଅମର ପ୍ରସାଦ ଶତପଥୀ ନିଜ ନିଜର ବ୍ୟକ୍ତିଗତ ମତ ଦେଇଛନ୍ତି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri