ଦଳ ବିରୋଧୀ କାର୍ଯ୍ୟ ଯୋଗୁ ନିଲମ୍ବିତ ହେଲେ ବ୍ଲକ ବିଜେଡି ସଭାପତି

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ବିଜେଡି ସଭାପତି ମନ୍ମଥ ରାଉତଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରାଯାଇଛି। ପ୍ରେସ ରିଲିଜ ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ଏହି ସୂଚନା ଦେଇଛନ୍ତି।