ବିଜେପୁରରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବିଜେପୁରରେ ବିଜେଡି ବାଜିମାତ କରିଛି। ଦଳୀୟ ଅଧ୍ୟକ୍ଷା ପ୍ରାର୍ଥିନୀ ସୀତା ବାରିକ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମାବତୀ ଦେହେରୀଙ୍କୁ ୬୪୧ ଖଣ୍ଡ ଭୋଟ ବ୍ୟବଧାନରେ ହରାଇଛନ୍ତି। ସୀତାଙ୍କୁ ୩୮୧୬ ଭୋଟ ମିଳିଥିବା ବେଳେ ପଦ୍ମାବତୀ ୩୧୭୫ ଖଣ୍ଡ ଭୋଟ ପାଇଛନ୍ତି। ପ୍ରଥମଥର ପାଇଁ ଏଠାରେ ଏନ୍‌ଏସି ନିର୍ବାଚନ ହୋଇଥିବା ବେଳେ ଏଥିରେ ବିଜେଡିର ବିଜୟକୁ ନେଇ ଦଳୀୟ କର୍ମୀମାନେ ବେଶ୍‌ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri