Posted inରାଜ୍ୟ

ଚାଉଳ ପାଇଁ ରାଜ୍ୟର ସବୁ ପଞ୍ଚାୟତରେ ବିଜେଡିର ବିକ୍ଷୋଭ

ଭୁବନେଶ୍ବର, ୧୬ା୨(ବ୍ୟୁରୋ): ଧାନ କିଣା ନୀତି ଓ ଚାଉଳ କାଟ୍‌ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ରାଜ୍ୟରୁ ଯେତିକି ଧାନ ଉଠାଇବା କଥା କେନ୍ଦ୍ର ସରକାର ସେତିକି ଉଠାଉନାହାନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଧାନ କିଣା ହ୍ରାସ ପ୍ରତିବାଦରେ ମଙ୍ଗଳବାର ରାଜଭବନ ଆଗରେ ଦଳ ପକ୍ଷରୁ ଧାରଣା ଦିଆଯାଇଥିବା ବେଳେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ କେନ୍ଦ୍ର ସରକାର ଦେଉଥିବା ୫ କେଜି ମାଗଣା ଚାଉଳ ଏବେ ବନ୍ଦ କରିଦେଇଛନ୍ତି। ଏହା ପୁନର୍ବାର ଆରମ୍ଭ କରିବା ଦାବିରେ ବୁଧବାର ରାଜ୍ୟର ସମସ୍ତ ପଞ୍ଚାୟତ ମୁଖ୍ୟାଳୟ ଆଗରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗୁରୁବାର ବ୍ଲକ୍‌ ଓ ଜିଲାପାଳ ଅଫିସ ଆଗରେ ଆନ୍ଦୋଳନ କରାଯିବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri