କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ଗର୍ଜିଲେ ବଲାଙ୍ଗୀର ମହିଳା ବିଜେଡି

ବଲାଙ୍ଗୀର ଅଫିସ,୧।୧୧: ଦରଦାମ ବୃଦ୍ଧି ପ୍ରତିବାଦରେ ବଲାଙ୍ଗୀର ମହିଳା ବିଜେଡି ପକ୍ଷରୁ ଜଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ବଲାଙ୍ଗୀର ମହିଳା ବିଜେଡି ସଦସ୍ୟ ମାନେ କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ସ୍ବର ଉଠାଇଛନ୍ତି।
ସେହିପରି ନଭେମ୍ବର ୫ରୁ ୭ ଯାଏ ବିଜୁ ଛାତ୍ର ଜନତା ଦଳ ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ସୂଚନା ଦେଇଛନ୍ତି । ପେଟ୍ରୋଲ ଦରବୃଦ୍ଧି ପ୍ରତିବାଦରେ ଛାତ୍ର ଜନତା ଦଳ ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?