ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ନେତୃ ମଣ୍ଡଳୀ ଉପସ୍ଥିତ ରହି ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଜିଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜୟନ୍ତୀ ସଭାରେ ବିଜେଡି ଜିଲା ଉପସଭାପତି କିଶୋର ମିଶ୍ର, ଟାଉନ ବିଜେଡି ସଭାପତି ଅନୁପ ଶତପଥୀ, ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ ନାୟକ, ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ଜିଲା ମହିଳା ସଭାପତି କଳ୍ପନା ମାଝୀ, ବିଜୁ ଛାତ୍ର ଜନତାର ଜିଲା ସଭାପତି କରନ ସିକନ୍ଦର, ରାଜ୍ୟ ମହିଳା ସମ୍ପାଦିକା ଅନୁରାଧା ଅଗ୍ରଓ୍ବାଲ, ପୌର ପରିଷଦ ଉପାଧ୍ୟକ୍ଷ ରାଜେଶ ଅଗ୍ରଓ୍ବାଲ, ଉମାଚରଣ ରାଉତ, ଅକ୍ରୁର ବାରିକ, ଜ୍ୟୋତ୍ସ୍ନା ପାଇକ, ନିତୁ ମହାନ୍ନା, ରାଜୁ ଦାଶ, ରୋଶନ ପଧାନ, ଜମିର ମହମ୍ମଦ, ସଂଜୀବ କୋହଲି, ଭରତ ମହାନ୍ତି, ତୁଷାର ମହାନ୍ତି, ପିକୁନ ମହାନ୍ତି, ଅଶ୍ବିନୀ ସରାଫ, ସୂର୍ଯ୍ୟ ପଣ୍ଡାଙ୍କ ସହ ସମସ୍ତ କାଉନସିଲରବୃନ୍ଦ ଏବଂ ଜନସାଧାରଣ ଯୋଗଦାନ କରି ପ୍ରବାଦପୁରୁଷ ବିଜୁବାବୁଙ୍କ ସ୍ମୃତିଚାରଣ କରିବା ସହ ବିଜୁବାବୁ ଭାରତର ଗର୍ବ ଓ ଗୌରବ ଥିଲେ ବୋଲି ଅଭିହିତ କରିଥିଲେ। ଏହି ଅବସରରେ ବିଜୁବାବୁଙ୍କ ଭାରତ ସରକାର ‘ଭାରତରତ୍ନ’ସମ୍ମାନ ତୁରନ୍ତ ପ୍ରଦାନ କରନ୍ତୁ ବୋଲି ବରଗଡ଼ ବିଜେଡି ପକ୍ଷରୁ ଦୃଢ଼ ଦାବି କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri