ବିଜେଡି ରାଜ୍ୟ ସଭା ସଦସ୍ୟଙ୍କ ଚାଞ୍ଚଲ୍ୟକର ଟୁଇଟ୍‌: ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୨୮ା୬(ଅନିଲ ଦାସ):ବିଜେଡି ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ଗୁରୁବାର ନିଜର ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରୁ କରିଥିବା ଧାଡ଼ିକିଆ ପୋଷ୍ଟକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ପ୍ରଭୁ ଜଗନ୍ନାଥ ସବୁ ସହିବେ କିନ୍ତୁ କାହାର ଗର୍ବ ଅହଙ୍କାର ସହନ୍ତି ନାହିଁ ବୋଲି ସେ ଉଲ୍ଲେଖ କରିଛନ୍ତି। ତେବେ ସେ ଏହାକୁ କାହା ଉଦ୍ଦେଶ୍ୟରେ ଲେଖିଛନ୍ତି ତାହା ଜଣାପଡ଼ି ନାହିଁ। ନିଜର ପୁରୁଣା ରାଗ ଶୁଝାଇବାକୁ ସେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମକୁ ଉପଯୋଗ କରିଥିବା ଆଲୋଚନା ହେଉଛି। ରାଜ୍ୟ ସଭା ସଦସ୍ୟଙ୍କ ଏହି ପୋଷ୍ଟକୁ ନେଇ ସୋସିଆଲ ମିଡିଆରେ ଲୋକମାନେ ବିଭିନ୍ନ ପ୍ରତିକ୍ରିୟା ରଖିବାରେ ଲାଗିଛନ୍ତି। ଏହି ଗର୍ବ ଅହଙ୍କାର ହିଁ ବିଜେଡିକୁ ନିର୍ବାଚନରେ ବିପର୍ଯ୍ୟୟର ସମ୍ମୁଖୀନ କରାଇଲା ବୋଲି କେତେଜଣ ମତ ଦେଇଥିବାବେଳେ ଅନ୍ୟ କେତେଜଣ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍ଦେଶ୍ୟରେ ଏଭଳି ପୋଷ୍ଟ ହୋଇଥିବା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri