ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ବିଧାୟକ ଥିବା ଚକ୍ରମଣୀ କହଁରଙ୍କୁ ପୁଣି ଭରସା କରି ତାଙ୍କୁ ବାଲିଗୁଡାର ବିଧାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। ଚକ୍ରମଣୀ ବିଧାୟକ ପ୍ରାର୍ଥୀ ହେବା ପରେ ତାଙ୍କ ସମର୍ଥକଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି। ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ବିଜେଡି ବିଧାୟକ ପ୍ରାର୍ଥୀ ହୋଇଥିଲେ। ସେତେବେଳେ ସେ କ.ନୂଆଗାଁ ବ୍ଲକ ଅଧ୍ୟକ୍ଷ ଥିଲେ। ରାଜନୀତିକୁ ଆସିବା ପୂର୍ବରୁ ସେ ଶିକ୍ଷକତା କରୁଥିଲେ। ପୂର୍ବରୁ ମଧ୍ୟ କଂଗ୍ରେସ ପକ୍ଷରୁ ସୁରଦ ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା ବେଳେ ଭାଜପା ପକ୍ଷରୁ କଳ୍ପନା କଅଁରଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri