ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା…

ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି  ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ନିରଂଜନ ପୂଜାରୀ, ସଞ୍ଜୟ ଦାସ ବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଢାଇ, ଧ୍ରୁବା ସାହୁ, ମନୋହର ରାନ୍ଧାରୀ, ପ୍ରଦିପ ଦିସାରୀ, ତୁଷାରକାନ୍ତୀ ବେହେରା, ବ୍ରଜ କିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହେରା, ଦେବୀ ରଂଜନ ତ୍ରିପାଠୀ,  ନିହାର ରଂଜନ ବେହେରା।

ନୂଆପଡ଼ା NAC: ଅତନୁ ସାବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ଶ୍ରୀମତୀ ମନୋରାମା ମହାନ୍ତି, ଦୀପାଲି ଦାସ, ଆୟୁବ ଖାନ, ଶ୍ରୀମତୀ ରୀତା ସାହୁ, ସ୍ବରୂପ ଦାସ ଅଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri