ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ନିରଂଜନ ପୂଜାରୀ, ସଞ୍ଜୟ ଦାସ ବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଢାଇ, ଧ୍ରୁବା ସାହୁ, ମନୋହର ରାନ୍ଧାରୀ, ପ୍ରଦିପ ଦିସାରୀ, ତୁଷାରକାନ୍ତୀ ବେହେରା, ବ୍ରଜ କିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହେରା, ଦେବୀ ରଂଜନ ତ୍ରିପାଠୀ, ନିହାର ରଂଜନ ବେହେରା।