ପ୍ରଣବ ପ୍ରକାଶଙ୍କୁ ଭେଟିଲେ ବିଜେଡି ପ୍ରତିନିଧି

ଲୋଇସିଂହା,୨୯।୨(ସୁଶାନ୍ତ ବାରିକ): ନିକଟରେ ରାଜ୍ୟ ସରକାର ୩୫ଟି ନୂତନ ଏନଏସି ଘୋଷଣା କରିଛନ୍ତି। ହେଲେ ପ୍ରସ୍ତାବିତ ଲୋଇସିଂହା ନାମ ଘୋଷଣା ହୋଇନାହିଁ । ଏହାକୁ ନେଇ ଲୋଇସିଂହା ଅଞ୍ଚଳରେ ତିବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଲୋଇସିଂହା ବିଜେଡିର ୩ ଜଣିଆ ପ୍ରତିନିଧି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଓ ପ୍ରଦୀପ କୁମାର ସାହୁ ପ୍ରମୁଖ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କୁ ବୁଧବାର ଭୁବନେଶ୍ୱରଠାରେ ସାକ୍ଷାତ୍‌ କରିଛନ୍ତି। ଖୁବଶୀଘ୍ର ଲୋଇସିଂହାକୁ ଏନଏସି ଘୋଷଣା କରାଯିବ ବୋଲି ଆଶ୍ୱାସନ ମିଳିଥିବା ଉକ୍ତ ପ୍ରତିନିଧି ଦଳ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri