ସଂସଦରେ ତାତିଲା ବିଜେଡି! କେନ୍ଦ୍ର ସରକାରଙ୍କ ବିରୋଧରେ କରିଦେଲା…

ଭୁବନେଶ୍ୱର,୨୦।୮ ମେଟ୍ରୋ ରେଳ ପ୍ରକଳ୍ପର ଅନିଶ୍ଚିତତା ନେଇ ସଂସଦରେ ପ୍ରଶ୍ନ ଉଠାଇଛନ୍ତି ବିଜେଡି ଏମପି ସସ୍ମିତ ପାତ୍ର । କେନ୍ଦ୍ର ସରକାରଙ୍କ ନିକଟରୁ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ବିଷୟରେ ସେ ସ୍ପଷ୍ଟୀକରଣ ମାଗିଛନ୍ତି।

ସଂସଦ ଅଧିବେଶନରେ ଏମପି ସମ୍ବିତ ପାତ୍ର କେନ୍ଦ୍ରୀୟ ଗୃହ ଓ ନଗର ବ୍ୟାପାର ମନ୍ତ୍ରୀ କୌଶଲ କିଶୋରଙ୍କୁ ପଚାରିଛନ୍ତି, ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବାତିଲ ହେଲା କି ଅର୍ନିଦ୍ଦିଷ୍ଟ କାଳ ପାଇଁ ଅଟକି ରହିଛି ବୋଲି ଯେଉଁ ଖବର ଆସୁଛି, ତାହା ସରକାରଙ୍କ ଜ୍ଞାତସାରରେ ଅଛି କି?

ସମ୍ବିତ ପାତ୍ର ମେଟ୍ରୋ ପ୍ରକଳ୍ପର ପ୍ରାଥମିକ ସମ୍ଭାବ୍ୟତା ଅଧ୍ୟୟନ, ଯାତ୍ରୀ ପରିବହନ ଆକଳନ ଓ ଏହାର ସାମ୍ପ୍ରତିକ ସମୀକ୍ଷା ବିଷୟରେ ମଧ୍ୟ ପଚାରିଛନ୍ତି। ସେ ଜାଣିବାକୁ ଚାହିଁଛନ୍ତି ଯେ ଓଡ଼ିଶା ସରକାର ପ୍ରକଳ୍ପର ଖର୍ଚ୍ଚ କିମ୍ବା ପରିଧିରେ କୌଣସି ପରିବର୍ତ୍ତନ ପାଇଁ ନୂଆ ପ୍ରସ୍ତାବ ଦେଇଛନ୍ତି କି? ଭୁବନେଶ୍ୱର ଏକ ଦ୍ରୁତ ବିକାଶଶୀଳ ଟାୟାର-୨ ସହର ହେଉଛି, ତେବେ ଏହି ପ୍ରକଳ୍ପ ଅନୁମୋଦନ କାହିଁକି ମିଳିନାହିଁ କିମ୍ବା ଅଟକି ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି।

ମନ୍ତ୍ରୀ କୌଶଲ କିଶୋର ଉତ୍ତରରେ କହିଛନ୍ତି, ମେଟ୍ରୋ ରେଳ ପ୍ରକଳ୍ପ ବଡ଼ ବଜେଟ। ଏହା ୨୦୧୭ ମେଟ୍ରୋ ରେଳ ନୀତି ଅନୁଯାୟୀ ଦୀର୍ଘକାଳୀନ ସ୍ଥିରତା ଓ ଦକ୍ଷତା ପାଇଁ ଯୋଜନା କରାଯାଏ। ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରର ଅନୁମୋଦନ ବା ଆର୍ଥିକ ସହାୟତା ବିନା ପ୍ରକଳ୍ପ ଆଗେଇ ନେଇଥିଲେ। ବର୍ତ୍ତମାନ ରାଜ୍ୟ ସରକାର କେନ୍ଦ୍ରକୁ ଜଣାଇଛନ୍ତି ଯେ ସେମାନେ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ସ୍ଥାୟିତ୍ୱ ଓ ଭବିଷ୍ୟତ ସହରର ଆବଶ୍ୟକତା ପୂରଣ ପାଇଁ ପୁନର୍ଗଠନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri