ନବୀନ ନିବାସରେ ସରିଲା ଗୁରୁତ୍ୱପୂର୍ଣ୍ଣ ବୈଠକ, ମେଣ୍ଟକୁ ନେଇ ଏମିତି କହିଲା ବିଜେଡି

ଭୁବନେଶ୍ବର,୧୪।୩: ନବୀନ ନିବାସରେ ସରିଲା ବିଜେଡିର ଗରୁତ୍ୱପୂର୍ଣ୍ଣ ବୈଠକ। ବୈଠକ ପରେ ଗଣମାଧ୍ୟମ ସାମ୍ନାରେ ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ନେତା ଏବଂ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକଙ୍କ ଆଲୋଚନା ହୋଇଛି। ପର୍ଯ୍ୟବେକ୍ଷକମାନେ ସେମାନଙ୍କର ରିପୋର୍ଟ ଦେଇଛନ୍ତି। ଏଥିସହ ନିର୍ବାଚନ ପ୍ରସ୍ତୁତି, ରଣକୈଶଳ ନେଇ ଆଲୋଚନା ହୋଇଛି। ବୈଠକରେ ପର୍ଯ୍ୟବେକ୍ଷକଙ୍କ ସହ ୨୮ ନେତା ଉପସ୍ଥିତ ଥିଲେ। ହେଲେ ମେଣ୍ଟ ପ୍ରସଙ୍ଗ ଉପରେ ପଚରାଯିବାରୁ କିଛି ନ କହି ଦେବୀ ମିଶ୍ର ସେଠାରୁ ଚାଲିଯାଇଥିଲେ।

ରାଜ୍ୟରେ ଭାଜପା ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚା ଆଜି ପୁଣିଥରେ ନାଟକୀୟ ମୋଡ ନେଇଛି। ବିଗତ ଏକ ସପ୍ତାହ ଧରି ସମ୍ଭାବ୍ୟ ମେଣ୍ଟକୁ ନେଇ ବିଜେଡି ମୁହଁ ଖୋଲୁନଥିବାବେଳେ ରାଜ୍ୟ ଭାଜପା ପକ୍ଷରୁ ବାରମ୍ବାର ବୟାନ ପରିବର୍ତ୍ତନ ଏହି ମେଣ୍ଟ ଚର୍ଚ୍ଚାକୁ ଆଶା ଓ ଆଶଙ୍କା ମଧ୍ୟକୁ ଠେଲିଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ବିଜେଡିରେ ଯୁବନେତା କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri