ବିଜେଡିର ବରିଷ୍ଠଙ୍କୁ ମିଳିଲା ନୂଆ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ ବଣ୍ଟନ…

ଭୁବନେଶ୍ୱର,୫ା୫: ବିଜେଡିର ବରିଷ୍ଠ ନେତାଙ୍କୁ ସୋମବାର ବିଜେଡି ପକ୍ଷରୁ ନୂଆ ଦାୟିତ୍ୱ ବଣ୍ଟନ କରାଯାଇଛି। ବିଭିନ୍ନ ଶାଖା/ସେଲ୍‌ ପାଇଁ ଏହି ଦାୟିତ୍ୱଗୁଡ଼ିକ ବଣ୍ଟନ କରାଯାଇଛି। ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ ଥାଇ ଦଳ ଗୁରୁ ଦାୟିତ୍ୱ ପ୍ରଦାନ କରିଛି। ବିଜୁ କୃଷକ ସାମୁଖ୍ୟ ଦାୟିତ୍ୱରେ ପ୍ରସନ୍ନ ଆଚାର୍ଯ୍ୟ ଥିବାବେଳେ ବିଜେଡି ଆଞ୍ଚଳିକ ଉନ୍ନୟନ ସେଲ୍‌ ଦାୟିତ୍ୱରେ ଅନଙ୍ଗ ଉଦୟ ସିଂଦେଓ ରହିଛନ୍ତି।

Image

ସେହିପରି ବିଜେଡି କୋ-ଅପରେଟିଭ ସେଲ୍‌ ଦାୟିତ୍ୱରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରହିଛନ୍ତି। ବିଜେଡି ଶିକ୍ଷା ଓ ଶିକ୍ଷକ ସେଲ୍‌ ଦାୟିତ୍ବରେ ବଦ୍ରି ନାରାୟଣ ପାତ୍ର, ବିଜେଡି ମତ୍ସ୍ୟଜୀବୀ ସେଲ୍‌ ଦାୟିତ୍ବରେ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଆଦିବାସୀ ସେଲ୍‌- ମଙ୍ଗଳା କିଷାନ, ବରିଷ୍ଠ ନାଗରିକ ସେଲ୍‌- ଦେବାଶିଷ ସାମନ୍ତରାୟ -ଓବିସି ସେଲ୍‌- ଅରୁଣ ସାହୁ, ଏସ୍‌ସି ସେଲ୍‌- ମହେଶ ସାହୁ, ବିଜେଡି ଆଇଟି ସେଲ୍‌ ଏବଂ ସୋସିଆଲ ମିଡିଆ ସେଲ୍‌ ପାଇଁ ଅମର ପଟ୍ଟନାୟକ ରହିଛନ୍ତି।

ଆହୁରି ପଢ଼ନ୍ତୁ…

୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri