କଂଗ୍ରେରେ ମିଶିଯାଉ ବିଜେଡି : ଏପରି କାହିଁକି କହିଲେ ସପ୍ତଗିରି

ଭୁବନେଶ୍ୱର, ୪।୭: ଦୀର୍ଘ ୧୦ ବର୍ଷ ଧରି କେନ୍ଦ୍ରରେ ଏନ୍‌ଡିଏ ସରକାରର ସବୁ ନିଷ୍ପତ୍ତିକୁ ବିଜେଡି ସମର୍ଥନ କରିଆସୁଥିଲା। ହେଲେ ଏବେ ରାଜ୍ୟରେ ୨୧ ଲୋକ ସଭା ଆସନ ମଧ୍ୟରୁ ଗୋଟିଏ ହେଲେ ବି ସିଟ୍‌ ବିଜେଡି ଜାତିପାରିଲା ନାହିଁ। ଭାଜପାକୁ ୨୦ଟି ଆସନ ମିଳିଥିବା ବେଳେ କଂଗ୍ରେସ କୋରାପୁଟ ଆସନକୁ ବଜାୟ ରଖିବାରେ ସକ୍ଷମ ହେଲା। ଏବେ ବିଜେଡି କେନ୍ଦ୍ରରେ ଭାଜପାକୁ ବିରୋଧ କରିବ ବୋଲି ରାଜି ହୋଇଛି। ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବିରୋଧ କରି ଇଣ୍ଡିଆ ମେଣ୍ଟର ସଦସ୍ୟମାନଙ୍କ ସହ ବିଜେଡି ମଧ୍ୟ ରାଜ୍ୟ ସଭାରେ କକ୍ଷତ୍ୟାଗ କରିଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ କଂଗ୍ରେସରେ ଥିଲେ। ତେଣୁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ବର୍ତ୍ତମାନ କଂଗ୍ରେସରେ ମିଶିଯାଉ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନଠାରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri