ବିଜେଡିରେ ହଲଚଲ: ନେତାଙ୍କୁ ନବୀନ ନିବାସକୁ ଡାକରା, ସନ୍ଧ୍ୟା ୫ଟା ୩୦ ସୁଦ୍ଧା…

ଭଦ୍ରକ,୧।୧୨(ସନାତନ ରାଉତ): ଭଦ୍ରକ ବିଜେଡିରେ ହଲଚଲ ପରେ ଜିଲାର ୨ ବିଧାୟକ, ଜିଲା ପରିଷଦ ସଭାପତି, ପୂର୍ବତନ ବିଧାୟକଙ୍କୁ ଡାକରା ନବୀନ ନିବାସକୁ ଡାକରା ଦିଆଯାଇଛି। ସନ୍ଧ୍ୟା ୫ଟା ୩୦ରେ ନବୀନ ନିବାସରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର ଜିଲ୍ଲାର ୩ ଜଣ ବ୍ଲକ ଅଧ୍ୟକ୍ଷ ବିଜେଡି ଛାଡ଼ିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri