ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ…

ଭୁବନେଶ୍ୱର,୨୮।୫: ବିଜେଡିରେ ବଡ଼ ହଲଚଲ। ଦଳ ଛାଡିଛନ୍ତି ବଡ଼ ନେତା। ବିଜେଡିକୁ ଲାଗିଛି ବଡ଼ ଝଟକା। ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ଦଳ ଛାଡ଼ିଛନ୍ତି। ଓଡ଼ିଶାର ରାଜନୈତିକ ମହଲରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ଦଳରୁ ଇସ୍ତଫା ଦେଇଛନ୍ତି। ଏହା ଭଦ୍ରକ ଜିଲାରେ ବିଜେଡି ପାଇଁ ଏକ ବଡ଼ ଧକ୍କା ବୋଲି କୁହାଯାଉଛି।

ପ୍ରୟାସକାନ୍ତି ସାମଲ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନିଜେ ଘୋଷଣା କରିଛନ୍ତି। ସେ ପୂର୍ବରୁ ଦଳରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ୨୦୦୩ ମସିହାରେ ପ୍ରୟାସକାନ୍ତି ଭଦ୍ରକ ପୌରପାଳିକାର ଅଧ୍ୟକ୍ଷ ଭାବେ ର୍ନିବାଚିତ ହୋଇଥିଲେ। ଏହା ସହିତ ସେ ବିଜେଡିର ରାଜ୍ୟ ସମ୍ପାଦକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।

ପ୍ରୟାସକାନ୍ତିଙ୍କ ଇସ୍ତଫା ପଛରେ କ’ଣ କାରଣ ରହିଛି, ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହା ଦଳ ଭିତରେ ଅସନ୍ତୋଷ କିମ୍ବା ନୂଆ ରାଜନୈତିକ ରଣନୀତିର ସଙ୍କେତ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଏହା ପୂର୍ବରୁ ବିଜେଡିର ନିର୍ବାଚନୀ ପରାଜୟ ପରେ ଦଳ ଭିତରେ ଅସନ୍ତୋଷ ଦେଖାଦେଇଥିବା ଖବର ମିଳିଥିଲା। ବିଶେଷ କରି ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ଦଳରେ ଅସନ୍ତୋଷର ସ୍ବର ଉଠିଥିଲା, ଯାହା ପ୍ରଫୁଲ୍ଲ ସାମଲଙ୍କ ବୟାନରେ ମଧ୍ୟ ପ୍ରତିଫଳିତ ହୋଇଥିଲା।

ପ୍ରୟାସକାନ୍ତିଙ୍କ ଏହି ନିଷ୍ପତ୍ତି ଭଦ୍ରକ ଜିଲାରେ ବିଜେଡିର ସଙ୍ଗଠନକୁ ଆହୁରି ଦୁର୍ବଳ କରିପାରେ ବୋଲି ଅନୁମାନ କରାଯାଉଛି। ଏହା ସହିତ ସେ ଆଗକୁ କେଉଁ ରାଜନୈତିକ ଦଳରେ ଯୋଗ ଦେବେ କିମ୍ବା ସ୍ବାଧୀନ ଭାବେ ରାଜନୀତି କରିବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି।
ଏହି ଘଟଣା ଓଡ଼ିଶା ରାଜନୀତିରେ ନୂଆ ମୋଡ଼ ଆଣିପାରେ ବୋଲି ରାଜନୈତିକ ବିଶ୍ଳେଷକମାନେ ମତ ଦେଇଛନ୍ତି। ବିଜେଡି ନେତୃତ୍ୱ ଏହି ପରିସ୍ଥିତିରେ କିପରି ପ୍ରତିକ୍ରିୟା ଦେବେ, ତାହା ଦେଖିବା ବାକି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri