ଏହି ୪ ଭାଜପା ନେତାଙ୍କୁ ଏସସିବି ମନସ୍ତତ୍ତ୍ୱ ବିଭାଗରେ ଦେଖାଇବାକୁ ପରାମର୍ଶ ଦେଲା ବିଜେଡି

ଭୁବନେଶ୍ୱର,୨୪।୫: ନିର୍ବାଚନୀ ପାଗ ଭିତରେ ଥମୁନି ରାଜନୈତିକ ଆରୋପ ପ୍ରତ୍ୟାରୋପ। ରାଜଧାନୀ ପାଗ ମିଜାଜ ବଦଳୁଥିବାବେଳେ ସେଥିରେ ରାଜନୀତିର ପାରା କିନ୍ତୁ ଉପରମୁହାଁ ଧରିଛି। ଏହାରି ଭିତରେ ଭାଜପା ନେତାଙ୍କୁ କିଛି ନିଆରା ଶୈଳୀରେ ଟାର୍ଗେଟ କରିଛନ୍ତି ବିଜେଡି ନେତା । ଓଡିଶା ଭାଜପା ନେତାଙ୍କୁ ତୁରନ୍ତ ମାନସିକ ରୋଗ ପାଇଁ ଚିକିତ୍ସା ଯୋଗାଇ ଦେବାକୁ ଏସସିବି ମନସ୍ତାତ୍ୱିକ ବିଭାଗକୁ ଚିଠି ଲେଖିଛନ୍ତି ବିଜେଡି ନେତା। ଏକ ପ୍ରେସ ରିଲିଜ ଯୋଗେ ଭାଜପା ନେତାଙ୍କ ତାଲିକା ଦେଇଛି ବିଜେଡି । ଆଉ ଏଥିରେ କିଛି ନେତାଙ୍କ ନାଁ ମଧ୍ୟ ରଖିଛି ବିଜେଡି ।

ବିଜେଡି ପ୍ରେସ ରିଲିଜରେ କହିଛି ଯେ, ତାଙ୍କ ପ୍ରତିପକ୍ଷ ଓଡିଶା ଭାଜପାର କିଛି ନେତାଙ୍କ ମାନସିକ ସ୍ଥିତି ଦେଖି ଆମେ ଗଭୀର ଭାବେ ଚିନ୍ତିତ । ୨୦୨୪ ନିର୍ବାଚନ ଅତି ଶୋଚନୀୟ ଭାବେ ହାରିବାକୁ ଯାଉଥିବାରୁ, ସେମାନେ ନିଜ ମାନସିକ ଭାରସାମ୍ୟ ହରାଇ ପ୍ରତିଦିନ ବାଚଳାମି କରୁଛନ୍ତି ବୋଲି କହିଛି ବିଜେଡି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା, ଏମପି ଅପରାଜିତା ଷଡଙ୍ଗୀ ଏବଂ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନାଁ ଉଲ୍ଲେଖ କରି ସେମାନଙ୍କର ଚିକିତ୍ସା କରିବାକୁ କହିଛି ବିଜେଡି । ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ଭାଜପା ନେତାଙ୍କ ପ୍ରତିକ୍ରିୟା ଆସିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri