ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ

ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ ମଣ୍ଡଳୀର ଏକ ସାଧାରଣ ସଭାରେ ଯୋଗ ଦେଇ ଭୋଟ ମାଗିବେ । ପରେ ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡିଆରେ ପହଞ୍ଚି ବଲାଙ୍ଗୀର ସଂସଦୀୟ କ୍ଷେତ୍ରରେ ପ୍ରଚାର କରିବେ । ଏଥପାଇଁ କୋଶଳ କଳା ମଣ୍ଡଳ ପଡିଆରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ମୁଖ୍ୟମନ୍ତ୍ରୀ ଆସୁଥିବାରୁ ହଜାର ହାଜର ସଂଖ୍ୟାରେ ଲୋକଙ୍କ ସମାଗମ ହେବ ବୋଲି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓ କହିଛନ୍ତି । ବଲାଙ୍ଗୀର ପରେ ମୁଖ୍ୟମନ୍ତ୍ରୀ ବରଗଡ଼ ଯାଇ ପ୍ରଚାର କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri